ମା’ ହେବାକୁ ଯାଉଛନ୍ତି ଏହି ଚର୍ଚ୍ଚିତ ଟିଭି ଅଭିନେତ୍ରୀ

ମା’ ହେବାକୁ ଯାଉଛନ୍ତି ଚର୍ଚ୍ଚିତ ଟିଭି ଅଭିନେତ୍ରୀ ଅନୀତା ହସନନ୍ଦନୀ। ଏ ନେଇ ଅନୀତା ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି ତାଙ୍କ ପ୍ରଶଂସକମାନଙ୍କୁ ଜଣାଇଛନ୍ତି। ସ୍ବାମୀ ରୋହିତ ରେଡ୍ଡୀଙ୍କ ସହ ଅନୀତା ଭିଡିଓରେ ନଜର ଆସିଛନ୍ତି। ଅନୀତାଙ୍କ ବେବୀ ବମ୍ପକୁ ରୋହିତ ଖୁସିରେ ଚୁମ୍ବନ ଦେଉଥିବା ମଧ୍ୟ ଭିଡିଓରେ ଦେଖାଯାଇଛି। ଏହାପରେ ବିଭିନ୍ନ ମହଲରୁ ଉଭୟଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri