୩ ମାସର ପୁଅକୁ ଧରି ଅଦ୍ଭୁତ ଭିଡିଓ ଶେୟାର କଲେ ଏହି ଅଭିନେତ୍ରୀ: ପ୍ରଶଂସକ ହେଲେ ଆଶ୍ଚର୍ଯ୍ୟ

ଟିଭି ଅଭିନେତ୍ରୀ ଅନିତା ହାସନନ୍ଦାନୀ ନିକଟରେ ଏକ ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି। ଏବେ ପୁଅ ସହିତ ସବୁ ସମୟ ବିତାଉଛନ୍ତି ଅନିତା। ଏବେ ଉଭୟ ମା’ ପୁଅଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଅନୀତାଙ୍କ ପୁଅ ଆରାଭ ଆକାଶରେ ଉଡୁଥିବା ନଜର ଆସିଛନ୍ତି। ଭିଡିଓ ଦେଖିବା ପରେ ପ୍ରଶଂସକମାନେ ବହୁତ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ଭିଡିଓକୁ ଅନିତା ହାସନାନନ୍ଦୀ ତାଙ୍କ ପୁଅ ଆରଭଙ୍କ ଇନଷ୍ଟାଗ୍ରାମ ପୃଷ୍ଠାରେ ଶେୟାର କରିଛନ୍ତି। ଭିଡିଓ ଶେୟାର କରି ଉଡିବା ପାଇଁ ଜନ୍ମ ନେଇଛି ବୋଲି କହିଛନ୍ତି। ଏତେ କମ ବୟସରେ ଆରାଭଙ୍କ ନାମ ଏକ ଇନଷ୍ଟାଗ୍ରାମ ଆକାଉଣ୍ଟ ଏବଂ ତାଙ୍କର ଏକ ଲକ୍ଷ ଫଲୋଅର୍ସ ମଧ୍ୟ ଅଛନ୍ତି। ଆରାଭଙ୍କ ଆକାଉଣ୍ଟକୁ ତାଙ୍କ ମାତାପିତା ପରିଚାଳନା କରନ୍ତି। ଶେୟାର ହୋଇଥିବା ଭିଡିଓରେ ଅରଭ ଆକାଶରେ ଉଡୁଥିବା ନଜର ଆସିଛନ୍ତି। ପ୍ରକୃତରେ ଏହା ଏକ ଆନିମେଟେଡ୍‌ ଭିଡିଓ। ଆରାଭଙ୍କର ଏହି ଆନିମେଟେଡ ଭିଡିଓ ପ୍ରଶଂସକମାନେ ବହୁତ ପସନ୍ଦ କରୁଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି।
୨୦୧୩ରେ ଅନିତା ବ୍ୟବସାୟୀ ରୋହିତ ରେଡ୍ଡୀଙ୍କୁ ବିବାହ କରିଥିଲେ। ଅନିତା ଅନେକ ଚଳଚ୍ଚିତ୍ର ଏବଂ ଟିଭି ଶୋ’ରେ କାମ କରିଛନ୍ତି। ଗତ ଫେବୃଆରୀରେ ସେ ପ୍ରଥମ ସନ୍ତାନର ଜନନୀ ହୋଇଥିଲେ।

 

View this post on Instagram

 

A post shared by Aaravv Reddy (@aaravvreddy)


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri