ପଦ୍ମ ଧରିଲେ ଅଞ୍ଜଳି

ଭୁବନେଶ୍ବର,୧୮।୧୦(ବ୍ୟୁରୋ) : ଭାଜପାରେ ମିଶିଲେ ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ନେତ୍ରୀ ଅଞ୍ଜଳି ବେହେରା । ସୋମବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ଦଳରେ ମିଶିଛନ୍ତି। ତାଙ୍କ ସହ ଢେଙ୍କାନାଳର ସହସାଧିକ କର୍ମୀ ଭାଜପାରେ ମିଶିଛନ୍ତି।

ଢେଙ୍କାନାଳ ଜିଲା ହିନ୍ଦୋଳ ନିର୍ବାଚନ ମଣ୍ଡଳୀରୁ ୩ ଥର ବିଜେଡିର ବିଧାୟିକା ଥିଲେ ଅଞ୍ଜଳି ବେହେରା । ସେ ବିଜେଡି ସରକାରରେ ଦୁଇ ଦୁଇ ଥର ମନ୍ତ୍ରୀ ହେବାର ସୁଯୋଗ ମଧ୍ୟ ପାଇଥିଲେ । ୨୦୦୦, ୨୦୦୪ ଓ ୨୦୦୯ରେ ବିଜେଡିରୁ ଟିକେଟରୁ ସେ ଜିତିଥିଲେ । ୨୦୧୪ରେ ତାଙ୍କୁ ଦଳୀୟ ଟିକଟ ଦିଆଯାଇ ନ ଥିଲା। ପରେ ଦଳ ବିରୋଧୀ କାଯର୍ର୍‌ୟ ଅଭିଯୋଗରେ ବିଜେଡି ତାଙ୍କୁ ଦଳରୁ ବହିଷ୍କାର କରିଥିଲା ।

ଭାଜପାରେ ଯୋଗ ଦେବା ପରେ ଅଞ୍ଜଳିଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି, ନିର୍ଦ୍ଧିଷ୍ଟ ରାଜନୈତିକ ଦଳରେ ମୋ ବାପା, ମାଆ ଓ ମୁଁ ରହି ଢେଙ୍କାନାଳବାସୀଙ୍କର ସେବା କରୁଥିଲୁ । କିନ୍ତୁ ସେହି ଦଳ ଆମକୁ ଗୋଇଠା ମାରିଛି। ତେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ହିନ୍ଦୋଳ ନିର୍ବାଚନ ମଣ୍ଡଳୀରେ କାମ କରିବା ପାଇଁ ସେ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ପାଇଁ ପାଳନ କରାଯାଏ ବଡ଼ ଓଷା…

କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀରେ ବଡ଼ ଓଷା ପାଳିତ ହୋଇଥାଏ । ଏହି ଓଷା ଭୀଷ୍ମ ପଞ୍ଚକ ମଧ୍ୟରେ ବଡ଼ ଏକାଦଶୀ ବା ଦେବ ଉତ୍‌ଥାନ...

ମନ୍ତ୍ରୀପଦ ବଞ୍ଚାଇବାକୁ କସରତ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ଉପରେ ରହିଛି ୩ ପ୍ରମୁଖ ରାଜନୈତିକ ଦଳଙ୍କ ଆଖି । କଂଗ୍ରେସ ତା’ର ପୁରୁଣା ଗଡ଼କୁ ଫେରାଇ ଆଣିବାକୁ ଉଦ୍ୟମ କରୁଥିବା...

ଶୁକ୍ରବାର ୬ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ସକାଳ ୬ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬...

ଗଞ୍ଜାମରେ ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର ୧୪।୮(ବ୍ୟୁରୋ): ଗଞ୍ଜାମର ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ନିକଟରେ ଶେଷ ହୋଇଥିବା ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭିଲାନ୍ସରୁ ଏହା ଜଣାପଡ଼ିଛି।...

ଅସ୍ତିତ୍ୱ ହରାଉଛି ରତ୍ନଚିରା

ସାକ୍ଷୀଗୋପାଳ,୧୮ା୪(ଡି.ଏନ.ଏ.): ସତ୍ୟବାଦୀ ଅଞ୍ଚଳର ଜୀବନଧାରା ଭାବେ ପରିଚିତ ରନତ୍ଚିରା ନଦୀ ଏବେ ଅସ୍ତିତ୍ୱ ହରାଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ଅଭାବରୁ ଏହି ନଦୀ ପୋତି...

ରାଜଧାନୀରେ ବୀଭତ୍ସ ଘଟଣା: ସ୍ତ୍ରୀଙ୍କ ଗଳାକାଟି ହତ୍ୟା

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପାରିବାରିକ ଅଶାନ୍ତିକୁ ନେଇ ରାଜଧାନୀ ଭୁବନେଶ୍ୱରରେ ଆଉଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଛୁରିରେ ସ୍ତ୍ରୀଙ୍କ ଗଳା କାଟି ଅତି ନୃଶଂସ ଭାବେ ହତ୍ୟା କରିଛନ୍ତି...

ଡାକ୍ତର ପଦବୀ ପୂରଣ ଉପରେ ଗୁରୁତ୍ୱ

ଲାଠୋର,୨୯ା୭ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି(ଆରକେଏସ୍‌)ର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। କମିଟି ଚେୟାରମ୍ୟାନ...

ମାଞ୍ଜାସୂତାରେ ଗୁଡ଼ି ଉଡ଼ାଇବା ନିଷେଧ

କଟକ ଅଫିସ, ୧୧ା୧: କଟକରେ ମାଞ୍ଜାଦିଆ ସୂତା ଗୁଡ଼ିଉଡ଼ା ନିଷେଧ। ଗୁଡ଼ିଉଡାକୁ ପ୍ରଶାସନ ପକ୍ଷରୁ ବନ୍ଦ କରା ନ ଯାଇ ଗୁଡ଼ି ଉଡ଼ା ସମୟରେ କେତେକ...

Advertisement
Archives

Model This Week