Posted inଜାତୀୟ

ଅର୍ଦ୍ଧନଗ୍ନ ହୋଇ ପ୍ରାର୍ଥିପତ୍ର ଦାଖଲ କଲେ ଲୋକସଭା ପ୍ରାର୍ଥୀ ଅଞ୍ଜନୀ ପାଣ୍ଡେ

ରାଞ୍ଚି,୧୯।୪: ସ୍ବାଧିନ ପ୍ରାର୍ଥୀ ତଥା ଆଦିବାସୀ କିଶାନ ମଜଦୁର ପାର୍ଟି(ଏକେଏମ୍‌ପି) ନେତା ଅଞ୍ଜନୀ ପାଣ୍ଡେ ଏବେ ଚର୍ଚ୍ଚାରେ। କାରଣ ଗୁରୁବାର ସେ ରାଞ୍ଚି ଲୋକ ସଭା ଆସନ ପାଇଁ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତେବେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ସେ କେବଳ ଗୋଟିଏ ଧୋତି ପିନ୍ଧିଥିବା ସହ ତାଙ୍କର ସମର୍ଥକମାନେ କେବଳ ଗାମୁଛା ପିନ୍ଧି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଅଞ୍ଜନୀ(୫୮)ଙ୍କ କହିବା କଥା ହେଲା ସ୍ବାଧିନତାର ୭୨ ବର୍ଷ ପରେ ମଧ୍ୟ ଦେଶରେ କୃଷକ ଓ ଶ୍ରମିକଙ୍କର କୌଣସି ପରିବର୍ତ୍ତନ ନ ହୋଇଥିବାରୁ ଏହା ସରକାରଙ୍କ ବିରୋଧରେ ଏକ ନିରବ ପ୍ରତିବାଦ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଚତୁର୍ଥ ଥର ପାଇଁ ଅଞ୍ଜନୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ଇଗୋକୁ ଅଲଗା ରଖିବା ଉଚିତ’: ଉଦ୍ଧବଙ୍କୁ ଟାର୍ଗେଟ କଲେ ଶିନ୍ଦେ

ମୁମ୍ବାଇ,୨୬ ।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶନିବାର ପୁଣିଥରେ ତାଙ୍କର ପୂର୍ବତନ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କରିଛନ୍ତି...

ବିହାର-ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ସେବା ଅତି ଖରାପ: ନୀତି ଆୟୋଗ ରିପୋର୍ଟ

ନୂଆଦିଲ୍ଲୀ,୨୬।୬: ବିହାର ଏବଂ ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ସେବା ଅତି ଖରାପ ବୋଲି ନୀତି ଆୟୋଗ ଦ୍ୱାରା ପ୍ରକାଶିତ ସ୍ବାସ୍ଥ୍ୟ ସୂଚକାଙ୍କ-୨୦୧୯ ରିପୋର୍ଟରେ ଦର୍ଶାଯାଇଛି। ବିହାର ୨୦...

ବିନା ଟ୍ରାଏଲ୍‌ ପ୍ରତିଷେଧକ ଟୀକାର ଉତ୍ପାଦନ ମେ ମାସରୁ: ଭାରତରେ ୧୦୦୦ ଟଙ୍କାରେ ମିଳିବ

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ଧୀରେ ଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ପୁଣେ ସ୍ଥିତ କମ୍ପାନୀ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ...

ଲଦାଖରେ ଶକ୍ତି ବଢ଼ାଉଛି ଭାରତ

ନୂଆଦିଲ୍ଲୀ,୪।୮: ଚାଇନା ସହ ସୀମା ବିବାଦ ସମାଧାନ ହେବା ପରିବର୍ତ୍ତେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଚାଇନାର ସାମ୍ରାଜ୍ୟବାଦୀ ଆଭିମୁଖ୍ୟ ଯୋଗୁ ଭାରତ ସୀମାରେ ଶକ୍ତି ବୃଦ୍ଧି...

ସୋନିଆଙ୍କ ବିରୋଧରେ ଆପତ୍ତିଜନକ କମେଣ୍ଟ, ଜେପି ନଡ୍ଡାଙ୍କୁ ଚିଠି ଲେଖିଲା କଂଗ୍ରେସ

ନୂଆଦିଲ୍ଲୀ,୨୪ ।୭: ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରବକ୍ତା ପ୍ରେମ ଶୁକ୍ଳାଙ୍କ ଦ୍ୱାରା କଥିତ ଭାବେ ସୋନିଆ ଗାନ୍ଧୀଙ୍କ ବିରୋଧରେ ‘ଆପତ୍ତିଜନକ ଭାଷା’ ବ୍ୟବହାରକୁ ନେଇ କଂଗ୍ରେସ...

ମହିଳାଙ୍କ ପାଇଁ ରାଜଧାନୀ ଦିଲ୍ଲୀ ବି ନୁହେଁ ସୁରକ୍ଷିତ: ୨ ହଜାର ଅନ୍ଧାରୀ ଇଲାକାରେ ଆଖିପିଛୁଳାକେ ଘଟୁଛି ଅପରାଧ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ ମଧ୍ୟ ମହିଳାଙ୍କୁ ସୁରକ୍ଷା ମିଳିପାରୁ ନାହିଁ। ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଦିଲ୍ଲୀରେ ଅତିସମ୍ବେଦନଶୀଳ ୨ ହଜାର ଅନ୍ଧାରୀ ଇଲାକା(ଡାର୍କ...

ଗୁଜରାଟରେ କଂଗ୍ରେସର ଶୋଚନୀୟ ପରାଜୟ: ଇସ୍ତଫା ଦେଲେ ପ୍ରଭାରୀ

ଅହମ୍ମଦାବାଦ୍‌,୮।୧୨: ଗୁଜରାଟରେ ଶୋଚନୀୟ ପରାଜୟର ପରେ ଗୁଜରାଟ କଂଗ୍ରେସ ପ୍ରଭାରୀ ଦାୟିତ୍ୱରେ ଥିବା ରଘୁ ଶର୍ମା ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ...

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୮।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ...

Advertisement
Archives

Model This Week