ପର୍ଯ୍ୟଟନ ବିକାଶରେ ସହାୟକ ଅଞ୍ଜୀ ଖଡ୍ଡ ରେଳ ବ୍ରିଜ୍‌

ଭୁବନେଶ୍ୱର,୧୪ା୪(ଅନୁରାଧା ମହାରଣା): ଭାରତର ପ୍ରଥମ କେବୁଲ ରେଳ ବ୍ରିଜ ଭାବେ ପରିଚିତ ଅଞ୍ଜୀ ଖଡ୍ଡ ବ୍ରିଜ୍‌ ଚେନାବ ବ୍ରିଜ୍‌ର ଦକ୍ଷିଣରେ ଥିବା ଅଞ୍ଜୀନଦୀର ଗଭୀରତାକୁ ବିସ୍ତାର କରିଛି। ଉଦାମପୁର-ଶ୍ରୀନଗର-ବାରମୁଲ୍ଲା ରେଳ ଲାଇନର କାତ୍ରା-ବନିହାଲ ସେକ୍ସନକୁ ସଂଯୋଗ କରୁଥିବା ଏହି କେବୁଲ ଜମ୍ମୁ ସହରଠାରୁ ପ୍ରାୟ ୮୦ କିଲୋମିଟର ଦୂରରେ ଅବସ୍ଥିତ। ତୁଷାରପାତ ଅଞ୍ଚଳରେ ଏହି ବ୍ରିଜ୍‌ ଭ୍ରମଣକୁ ସୁଗମ କରିବା ସହ ଯାତ୍ରୀଙ୍କୁ ଭଲ ଅନୁଭୂତି ପ୍ରଦାନ କରୁଛି। ଏହି ସେତୁ ଆଞ୍ଚଳିକ ସଂଯୋଗକୁ ସୁଦୃଢ଼ କରିବା ସହ କଶ୍ମୀରରେ ପର୍ଯ୍ୟଟନ ବିକାଶ ପଥ ପରିଷ୍କାର କରିଛି। ଏହି ବ୍ରିଜ୍‌ର ଉଚ୍ଚତା ୭ ମିଟର ଏବଂ ଲମ୍ବ ୨୫ ମିଟର ରହିଛି। ସେତୁର ଓଲଟା ‘ଓ୍ବାଇ’ ଆକୃତିର ପାଇଲନ ମୂଳଦୁଆର ଉପରୁ ୧୯୩ ମିଟର ଉଚ୍ଚତାକୁ ଉଠିଥାଏ। ୮,୨୧୫ ମେଟ୍ରିକ ଟନ୍‌ ଇସ୍ପାତରେ ଏହା ତିଆରି ହୋଇଥିବା ଭାରତୀୟ ରେଳ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି।...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri