Posted inଖେଳ

ଶୃଙ୍ଖଳାଗତ କମିଟିରେ ହାଜର ହେବେ ଅଙ୍କେତ

ନୂଆଦିଲ୍ଲୀ,୨୮ା୮: ପିସ୍ତଲ ଶୁଟର ଅଙ୍କେତ ତୋମରଙ୍କୁ ବାକୁରେ ଅନୁଷ୍ଠିତ ବିଶ୍ୱକପ ଦଳରୁ ଶୁଟିଂ ବାଦ ଦିଆଯାଇଛି। ସାଥୀ ଖେଳାଳିଙ୍କ ସହ ଝଗଡ଼ା କାରଣରୁ ଜାତୀୟ ରାଇଫଲ୍‌ ମହାସଂଘ(ଏନ୍‌ଆର୍‌ଏଆଇ) ବାଦ୍‌ ଦେବାକୁ ନିଷ୍ପତ୍ତି ନେଇଥିଲା। ସୋମବାର ଅଙ୍କେତ ଏନ୍‌ଆର୍‌ଏଆଇର ଶୃଙ୍ଖଳାଗତ କମିଟି ସମ୍ମୁଖରେ ହାଜର ହେବେ ବୋଲି ଜଣାପଡିଛି।

ଦକ୍ଷିଣ କୋରିଆର ଚାଙ୍ଗଓନ୍‌ରେ ଜୁନିୟର ଶୁଟିଂ ବିଶ୍ୱକପ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଂଶଗ୍ରହଣ କରିଥିବା ଅଙ୍କିତ ଅନ୍ୟ ଜଣେ ଭାରତୀୟ ଖେଳାଳିଙ୍କ ସହିତ ଝଗଡ଼ା କରିଥିବା କାରଣ ଦର୍ଶାଇ ଏନ୍‌ଆର୍‌ଏଆଇ ତାଙ୍କୁ ଶୁଟିଂ ବିଶ୍ୱକପରୁ ବାଦ ଦେଇଥିଲା। ଜୁଲାଇ ମାସରେ ଜୁନିୟର ବିଶ୍ୱକପ ସମୟରେ ଏହି ଘଟଣା ଘଟିଥିବା ନେଇ ଅଙ୍କେତଙ୍କ ପିତା ପ୍ରକାଶ କରିଛନ୍ତି। ୫୦ ମିଟର ପିସ୍ତଲ ଶୁଟିଂରେ ଟିମ୍‌ ଇଭେଣ୍ଟରେ ଅଙ୍କେତ, କମଲଜିତ୍‌ ଓ ସନ୍ଦୀପ ବିଷ୍ଣୋଇ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଥିଲେ। ବିଶ୍ୱକପରୁ ବାଦ୍‌ ପଡ଼ିବା ନେଇ ଅଙ୍କେତ କାରଣ ପଚାରିଥିବା ବେଳେ ଶୃଙ୍ଖଳାଗତ କାରଣରୁ ତାଙ୍କୁ ବାଦ୍‌ ଦିଆଯାଇଥିବା ଏନ୍‌ଆର୍‌ଏଆଇ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri