ଆଜି ବି ମନେ ପଡ଼ନ୍ତି ସୁଶାନ୍ତ; ସ୍ମୃତି ହୋଇ ରହିଛି ପ୍ରଥମ ଦେଖା: ଅଙ୍କିତା

ବମ୍ବେ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆଉ ନାହାନ୍ତି। ହେଲେ ଆଜି ବି ତାଙ୍କୁ ମନେ ପକାଉଛନ୍ତି ପୂର୍ବ ପ୍ରେମିକା ତଥା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ଏବେ ସେ ‘ପବିତ୍ର ରିସ୍ତା ୨’ର ଶୁଟିଂରେ ବ୍ୟସ୍ତ। ହେଲେ ଯେବେ ବି ତାର ଟାଇଟଲ୍‌ ଗୀତ ବାଜୁଛି ସୁଶାନ୍ତଙ୍କ ସ୍ମୃତି ତାଙ୍କ ଆଖି ଆଗକୁ ଚାଲି ଆସୁଛି।

ନିକଟରେ ଏକ ସାକ୍ଷାତକାରରେ ମନ କଥା କହିଛନ୍ତି ଅଙ୍କିତା। ଯେତେବେଳେ ଧାରାବାହିକର ଟାଇଟଲ୍‌ ଗୀତଟିକୁ ଶୁଣେ, ଲୋମ ଟାଙ୍କୁରି ଉଠେ। କାରଣ ସେହି ସମୟରେ ପ୍ରଥମେ ଆମେ ପରସ୍ପରକୁ ଭେଟିଥିଲୁ। ସେ ଦିନର ସ୍ମୃତି ଆଜି ବି ସତେଜ ଭଳି ଲାଗେ ବୋଲି ଅଙ୍କିତା କହିଛନ୍ତି।

ତେବେ ସେପ୍ଟେମ୍ବର ୨ରେ ରିଲିଜ ହୋଇଛି ‘ପବିତ୍ର ରିସ୍ତା ୨’। ଏହା ଏକ ଓ୍ବେବ୍‌ ଶୋ’। ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଯାଇ ଏହାର ପ୍ରସାରଣ କରାଯାଉଛି। ପ୍ରଥମେ ସୁଶାନ୍ତଙ୍କ ସ୍ଥାନ ନେଇଥିବା ଶାହିର ଶେଖଙ୍କୁ ଦର୍ଶକେ ପସନ୍ଦ କରି ନ ଥିଲେ। ମାତ୍ର ପରେ ଟ୍ରେଲର ଘଟଣାକ୍ରମକୁ ବଦଳାଇଥିଲା। ସମସ୍ତେ ଏହାକୁ ପସନ୍ଦ କରିଥିଲେ। ଏବେ ଏହା ଦର୍ଶକଙ୍କୁ ଭରପୂର ମନୋରଞ୍ଜନ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri