ବେବି ବମ୍ପ ଲୁଚାଉଛନ୍ତି ଅଙ୍କିତା!

ମୁମ୍ବାଇ: ଅଙ୍କିତା ଲୋଖଣ୍ଡେ ଜଣେ ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ। ସେ ଶୋ ‘ପବିତ୍ର ରିସ୍ତା’ରୁ ଅର୍ଚ୍ଚନା ଭୂମିକାରେ ଘରେ ଘରେ ଲୋକପ୍ରିୟ ହୋଇଥିଲେ। ଅଙ୍କିତା ବଲିଉଡ ଫିଲ୍ମରେ ମଧ୍ୟ କାମ କରିଛନ୍ତି। ସେ ସୋସିଆଲ ମିଡିଆରେ ମଧ୍ୟ ଖୁବ ସକ୍ରିୟ। ସେ ସବୁବେଳେ କିଛି ନା କିଛି କାରଣ ପାଇଁ ଚର୍ଚ୍ଚାରେ ରହିଥାଆନ୍ତି। ଏବେ ଅଙ୍କିତାଙ୍କ ପ୍ରେଗ୍ନେନସି ଗୁଜବ ପ୍ରଚାରିତ ହୋଇଛି, ଯଦିଓ ନା ଅଭିନେତ୍ରୀ କିମ୍ବା ତାଙ୍କ ସ୍ବାମୀ ବିକି ଏହା ବିଷୟରେ କୌଣସି ଅଫିସିଆଲ ଘୋଷଣା କରିଛନ୍ତି।

ଅଙ୍କିତା ବିଜନେସମ୍ୟାନ ବିକି ଜୈନଙ୍କୁ ବିବାହ କରିଛନ୍ତି। ଏହି ଦମ୍ପତି ସର୍ବଦା କିଛି ନା କିଛି ଇଭେଣ୍ଟରେ ଏକାଠି ଦେଖାଯାଇ ଚର୍ଚ୍ଚାକୁ ଆସିଥାଆନ୍ତି। ବିକିଙ୍କୁ ବହୁ ବର୍ଷ ଧରି ଡେଟ କରିବା ପରେ, ଅଭିନେତ୍ରୀ ଡିସେମ୍ବର ୨୦୨୧ରେ ବହୁତ ଧୁମଧାମରେ ବିକିଙ୍କୁ ବିବାହ କରିଥିଲେ। ଏବେ ପ୍ରଶଂସକମାନେ ଦୀର୍ଘ ଦିନ ଧରି ଅଙ୍କିତାଙ୍କୁ ଗୁଡ ନ୍ୟୁଜ ଦେବା ପାଇଁ ଅପେକ୍ଷା କରି ରଖିଥିଲେ ଏବଂ ଲାଗୁଛି ଯେ ଅଭିନେତ୍ରୀ ପ୍ରଶଂସକଙ୍କ ଏହି ଇଚ୍ଛା ପୂରଣ କରିଛନ୍ତି।

ଅଭିନେତ୍ରୀ ନିକଟରେ ଏକ ଗୋଲଡେନ ଶାଢିରେ ଫଟୋ ସୁଟ କରିଥିଲେ, ଯେଉଁଥିରେ ଅଭିନେତ୍ରୀ ଏକ ପର୍ସରେ ନିଜ ବେବି ବମ୍ପକୁ ଲୁଚାଇବାକୁ ଚେଷ୍ଟା କରୁଥିବା ଦେଖାଯାଉଛି। ଏହାକୁ ଦେଖି ଅନୁମାନ କରାଯାଉଛି କି ଏବେ ଅଙ୍କିତା ବୋଧହୁଏ ମାଆ ହେବାକୁ ଯାଉଛନ୍ତି। ତେବେ ନା ଅଭିନେତ୍ରୀ କିମ୍ବା ତାଙ୍କ ସ୍ବାମୀ ବିକି ଜୈନ ଗର୍ଭଧାରଣ ଖବରକୁ ନିଶ୍ଚିତ କରିନାହାଁନ୍ତି। ଯଦି ଅଙ୍କିତା ପ୍ରକୃତରେ ଗର୍ଭବତୀ, ତେବେ ତାଙ୍କ ପ୍ରଶଂସକଙ୍କ ପାଇଁ ଏହା ବହୁତ ଗୁଡ ନ୍ୟୁଜ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri