ଅଧିକ ଭଲ ପାଉଥିବା ବ୍ୟକ୍ତିଙ୍କୁ କିଏ ଡ୍ରଗ୍ସ ଦିଏ କି

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ପୁଣି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଉପରେ ବର୍ଷିଛନ୍ତି। ଅଙ୍କିତା ପୁଣି ଥରେ ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ ଶେୟାର କରିଛନ୍ତି। ରିୟାଙ୍କୁ ଟାର୍ଗେଟ କରି ଅଙ୍କିତା କହିଛନ୍ତି ଯେ ଯିଏ ଦାବି କରେ ଯେ ସେ କାହାକୁ ବହୁତ ଭଲ ପାଏ ଏବଂ ତାଙ୍କ ମାନସିକ ସ୍ବାସ୍ଥ୍ୟ ବିଷୟରେ ଜାଣନ୍ତି, ସେ ତାଙ୍କୁ ଡ୍ରଗ୍ସ ଦେବାକୁ ଚାହିଁିବେ କି? ଯଦି କେହି ଏହା କରନ୍ତି, ତେବେ ଏହାକୁ ଅବହେଳା ଏବଂ ଦାୟିତ୍ୱହୀନ କାର୍ଯ୍ୟ ଭାବରେ ବିବେଚନା କରାଯିବା ଉଚିତ ନୁହେଁ କି? ଗଣମାଧ୍ୟମ ମୋତେ ବାରମ୍ବାର ପଚାରୁଛି, ସୁଶାନ୍ତଙ୍କ ମାମଲା ଆତ୍ମହତ୍ୟା ନା ହତ୍ୟା? ମୁଁ ଏହା ସ୍ପଷ୍ଟ କରିବାକୁ ଚାହେଁ ଯେ ମୁଁ କେବେ କହିନାହିଁ ଏହା ଏକ ହତ୍ୟା କିମ୍ବା ଏଥିପାଇଁ କୌଣସି ବିଶେଷ ବ୍ୟକ୍ତି ଦାୟୀ। ମୁଁ ମୋର ବନ୍ଧୁ ସୁଶାନ୍ତ ସିଂ ରାଜପୁତଙ୍କ ପାଇଁ ସର୍ବଦା ନ୍ୟାୟ ଦେବା ପାଇଁ ଆଗକୁ ଆସିଛି। ମୁଁ ତାଙ୍କ ପରିବାର ସହିତ ଛିଡା ହୋଇଛି। ତାଙ୍କ ମୃତ୍ୟୁ ପଛରେ କଣ ରହିଛି ରହସ୍ୟ ତାହା ପଦାକୁ ଆସୁ। ସେ ଆହୁରି ମଧ୍ୟ କହିଛନ୍ତି ଜଣେ ମହାରାଷ୍ଟ୍ର ଏବଂ ଭାରତୀୟ ନାଗରିକ ଭାବରେ ମୋର ମହାରାଷ୍ଟ୍ର ରାଜ୍ୟ ସରକାର/ ପୋଲିସ ଏବଂ କେନ୍ଦ୍ର ସରକାରଙ୍କ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ ଅଛି। ଯେତେବେଳେ ମୋତେ ସଉତୁଣୀ ଏବଂ ବିଧବା ଭଳି ଶବ୍ଦ ବ୍ୟବହାର କରାଗଲା ସେତେବେଳେ ମୁଁ କୌଣସି ପ୍ରତିକ୍ରିୟା ଦେଇ ନ ଥିଲି। ମୁଁ କେବଳ ୨୦୧୬ ପର୍ଯ୍ୟନ୍ତ ସୁଶାନ୍ତ ଏବଂ ତାଙ୍କ ମାନସିକ ସ୍ବାସ୍ଥ୍ୟ ବିଷୟରେ ଜଣାଇବାକୁ ଆଗକୁ ଆସିଥିଲି ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଏନସିବି ଦ୍ୱାରା ଗିରଫ ହୋଇଛନ୍ତି। ରିୟା ବାଇକୁଲ୍ଲା ମହିଳା କାରାଗାରରେ ଅଛନ୍ତି।

https://www.instagram.com/p/CE7A8achrmM/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri