ରିୟାଙ୍କ ନାମରେ ଏତଲା ପରେ ଏଭଳି ପୋଷ୍ଟ କଲେ ସୁଶାନ୍ତଙ୍କ ପୂର୍ବ ପ୍ରେମିକା ଅଙ୍କିତା, ଲେଖିଲେ..

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବେଳକୁ ବେଳ ନୂଆ ମୋଡ ଆସିଛି। ଘଟଣାର ଦେଢ଼ ମାସ ପରେ ଅଭିନେତାଙ୍କ ବାପା ବଡ଼ ଖୁଲାସା କରିଛନ୍ତି। ଏପରିକି ଅଭିନେତ୍ରୀ ତଥା ସୁଶାନ୍ତଙ୍କ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କ ବିରୋଧରେ ଏତଲା ଦାୟର କରିଛନ୍ତି। ସ୍ବାସ୍ଥ୍ୟଗତ କାରଣରୁ ପାଟଣା ଥାନାରେ ସେ ଅଭିଯୋଗ କରିବା ପରେ ପୋଲିସ ତତ୍ପର ହୋଇଉଠିଛି। ଏସବୁ ଭିତରେ ସୁଶାନ୍ତଙ୍କ ପୂର୍ବ ପ୍ରେମିକା ଅଙ୍କିତା ଲେଖଣ୍ଡେ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି। ସେ ଲେଖିଛନ୍ତି ସବୁବେଳେ ସତର ଜିତାପଟ ହୁଏ। ଏହା ଏବେ ଭାଇରାଲ ହେବାରେ ଲାଗିଛି। ଅଙ୍କିତାଙ୍କ ପୋଷ୍ଟ ସୁଶାନ୍ତଙ୍କ ମୃତ୍ୟୁର ତଦନ୍ତ ଦିଗକୁ ଇଙ୍ଗିତ କରୁଛି। ସୁଶାନ୍ତଙ୍କ ପ୍ରଶଂସକମାନେ ଏଥିରେ ପ୍ରତିକ୍ରିୟା ରଖୁଛନ୍ତି।

 

View this post on Instagram

 

A post shared by Ankita Lokhande (@lokhandeankita) on

କହିରଖୁଛୁ, ସୁଶାନ୍ତଙ୍କ ବାପା କେ.କେ ସିଂହ ରିୟାଙ୍କ ଉପରେ ଗମ୍ଭୀର ଅଭିଯୋଗ କରିଛନ୍ତି। ରିୟା ସୁଶାନ୍ତଙ୍କୁ ପରିବାରଠାରୁ ଦୂରେଇ ନେଇଥିଲେ। ସୁଶାନ୍ତଙ୍କ ନମ୍ବର ବଦଳାଇ ଦେଇଥିଲେ। ଏପରିକି ସୁଶାନ୍ତଙ୍କ ଟଙ୍କା ଉପରେ ନଜର ରଖିଥିଲେ। ସୁଶାନ୍ତଙ୍କୁ ଆତ୍ମହତ୍ୟା କରିବାକୁ ସେ ଉସୁକାଇଥିବା ମଧ୍ୟ ସେ କହିଛନ୍ତି। ଏହାପରେ ବିହାରର ପୋଲିସ ଟିମ୍‌ ବମ୍ବେରେ ପହଞ୍ଚି ବିଭିନ୍ନ ଦିଗରେ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷ ସାନ ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ସ୍ତ୍ରୀ ମାନ୍ୟତା ଦତ୍ତ ମଧ୍ୟରେ ବୟସରେ ପ୍ରାୟ ୧୦ବର୍ଷର ପାର୍ଥକ୍ୟ ଅଛି। ସଞ୍ଜୟଙ୍କୁ ୪୧ ବର୍ଷ ହୋଇଥିବାବେଳେ...

ଅଭିନେତ୍ରୀ ବିଦ୍ୟା ସିହ୍ନାଙ୍କ ପରଲୋକ

ମୁମ୍ବାଇ,୧୫।୮: ଟେଲିଭିଜନ ଦୁନିଆର ଲୋକପ୍ରିୟ ଧାରାବାହିକ ‘କୁଲ୍‌ଫି କୁମାର ବାଜଓ୍ବୋଲା’ର ଅଭିନେତ୍ରୀ ବିଦ୍ୟା ସିହ୍ନାଙ୍କର ଗୁରୁବାର ପରଲୋକ ହୋଇଛି। ଫୁସ୍‌ଫୁସ୍‌ ଓ ହୃଦରୋଗ ସମସ୍ୟାରେ ପୀଡିତ...

ଏହି ବ୍ୟକ୍ତିଙ୍କୁ ମନେ ପକାଇ ହସ୍ପିଟାଲରେ ରାତି କାଟୁଛନ୍ତି ଅମିତାଭ ବଚ୍ଚନ

ସୁପରଷ୍ଟାର ଅମିତାଭ ବଚ୍ଚନ କରୋନା ଆକ୍ରାନ୍ତ ହୋଇ ମୁମ୍ବାଇର ନାନାବତୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ହସ୍ପିଟାଲରୁ ଅମିତାଭ ବଚ୍ଚନ ତାଙ୍କ ପ୍ରଶଂସକଙ୍କ ପାଇଁ ପ୍ରତିଦିନ କିଛି...

ପ୍ରିୟଙ୍କାଙ୍କୁ ଭାରି ପଡ଼ିଲା ସମୁଦ୍ରକୂଳ ରୋମାନ୍ସ

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା କିଛିଦିନ ତଳେ ମିଆମୀରେ ତାଙ୍କ ଜନ୍ମଦିନ ପାଳିଥିଲେ। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଫଟୋରେ...

ଫେରିଲେ ଦିଶା

ମୁମ୍ବାଇ: ବେଶ୍ କିଛିଦିନ ହେବ କରୋନା ପାଇଁ ବଲିଉଡ୍‌ର ଶୁଟିଂ ବନ୍ଦ ରହିଥିଲା । ପ୍ରାୟ ସମସ୍ତ ସେଲିବ୍ରିଟି ଘରେ ପରିବାର ସହ କ୍ୱାଲିଟି ଟାଇମ...

ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ବିକ୍ରାନ୍ତ

ମୁମ୍ବାଇ: ଅଭିନେତା ବିକ୍ରାନ୍ତ ମେସି ଅପ୍‌ କମିଂ ଫିଲ୍ମ ‘ଛପାକ୍‌’ର ପ୍ରମୋଶନରେ ଏବେ ବ୍ୟସ୍ତ ଅଛନ୍ତି। ଫିଲ୍ମ ‘ଛପାକ୍‌’ରେ ଦୀପିକା ପାଦୁକୋନ୍‌ଙ୍କ ସହ ମୁଖ୍ୟ ଭୂମିକାରେ...

ଘର ଛାଡ଼ି ଚାଲି ଆସି ନ ଥିଲେ ଡାକ୍ତର ହୋଇଥାନ୍ତେ କଙ୍ଗନା: ଜାଣନ୍ତୁ କେତେ ପଢ଼ିଛନ୍ତି ବଲିଉଡ୍‌ର ଏହି କୁଇନ୍‌   

ବମ୍ବେ: ବିଗତ କିଛି ଦିନ ଧରି ଚର୍ଚ୍ଚାରେ ଅଛନ୍ତି ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ଶିବସେନା ଏବଂ ମହାରାଷ୍ଟ୍ର ପୋଲିସ ବିରୋଧରେ ଲଗାତାର ଭାବେ କଟୁ...

ଆମ ସିନେମାର ଥକା କଥା….

ଓଡ଼ିଶାରେ ମନୋରମ ପ୍ରାକୃତିକ ସମ୍ପଦର ଫାଇଦା ଉଠାଇବା ଦିଗରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ତା’ର ଓ୍ବେବ୍‌ସାଇଟ୍‌ରେ କିଛିଟା ଜିଲାର ପ୍ରାକୃତିକ ଦୃଶ୍ୟରେ ଫଟୋଚିତ୍ର ସାଧାରଣରେ...

Coronavirus Update


Archives

Model This Week

Why Dharitri