Posted inଖେଳ

କ୍ୱାଲିଫାୟରରୁ ଅଙ୍କିତା ଆଉଟ୍‌

ପ୍ୟାରିସ୍‌,୨୫।୯(ପି.ଟି.): ଭାରତୀୟ ମହିଳା ଟେନିସ୍‌ ତାରକା ଅଙ୍କିତା ରାଇନା ଫ୍ରେଞ୍ଚ୍‌ ଓପନ୍‌ କ୍ୱାଲିଫାୟର ଟୁର୍ନାମେଣ୍ଟରୁ ବାଦ୍‌ ପଡିଛନ୍ତି। ସେ ଦ୍ୱିତୀୟ ରାଉଣ୍ଡ ପାର କରିପାରିନାହାନ୍ତି। ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡ ମୁକାବିଲାରେ ଜାପାନର କୁରୁମି ନାରାଙ୍କଠାରୁ ୩-୬, ୨-୬ ସେଟ୍‌ରେ ପରାସ୍ତ ହୋଇଛନ୍ତି। ମାତ୍ର ଏକ ଘଣ୍ଟା ୨୧ ମିନିଟ୍‌ରେ ସେ ପରାଜୟବରଣ କରିଛନ୍ତି। ପରାସ୍ତ ହୋଇଥିଲେ ମଧ୍ୟ ଭଲ ଖେଳିଥିଲେ ବୋଲି ଅଙ୍କିତା କହିଛନ୍ତି। ଏହି କ୍ଲେ କୋର୍ଟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ସିଙ୍ଗଲ୍ସ ମୁଖ୍ୟ ଡ୍ର’ରେ କୌଣସି ଭାରତୀୟ ଅଂଶଗ୍ରହଣ ନ କରିବା ସ୍ପଷ୍ଟ ହୋଇଛି। ପୂର୍ବରୁ ଅନ୍ୟ ଭାରତୀୟ ଖେଳାଳି ସୁମିତ ନାଗାଲ, ରାମକୁମାର ରାମନାଥନ ଓ ପ୍ରଜନେଶ ଗୁଣେଶ୍ୱରନ ପୁରୁଷ ସିଙ୍ଗଲ୍ସ କ୍ୱାଲିଫାୟରରେ ପରାସ୍ତ ହୋଇ ବିଦାୟ ନେଇ ସାରିଛନ୍ତି। ତେବେ ରୋହନ ବୋପାନ୍ନା ଓ ଦିଭିଜ ଶରଣ ପୁରୁଷ ଡବଲ୍ସ ଇଭେଣ୍ଟରେ ସେମାନଙ୍କ ପାର୍ଟନରଙ୍କ ସହ କୋର୍ଟକୁ ଓହ୍ଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେହ୍ବାଗ କହିଲେ, ‘ନାଁ ସାର୍ବଜନୀନ କରନ୍ତୁ ଚହଲ’

ନୂଆଦିଲ୍ଲୀ,୮।୪: ସାଥୀ ଖେଳାଳିଙ୍କ ମଧ୍ୟରେ ନିଜର ମଜାଳିଆ ସ୍ବଭାବ ଏବଂ ବ୍ୟବହାରକୁ ନେଇ ଜଣାଶୁଣା ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ୯ ବର୍ଷ ପୂର୍ବେ ସମ୍ମୁଖୀନ...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କ’ଣ, କାହିଁକି କରାଯାଇଛି ଏପରି ନାମକରଣ

ସେଞ୍ଚରିଆନ୍‌, ୨୪।୧୨: ଦକ୍ଷିଣ ଆଫ୍ରିକା-ଭାରତ ଏବଂ ଇଂଲଣ୍ଡ-ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ...

ଜାତୀୟ ସିନିୟର ୫-ଏ-ସାଇଡ୍‌ ମହିଳା ହକି: ଓଡ଼ିଶା କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୫।୯(କ୍ରୀଡ଼ା ପ୍ରତିନିଧି)-କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ମହିଳା ହକି ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ଓଡ଼ିଶା ପ୍ରବେଶ କରିଛି।...

ଐତିହାସିକ ବିଜୟ ପରେ ବିରାଟ କୋହଲିଙ୍କ ବିଷୟରେ ମୁହଁ ଖୋଲିଲେ ରାହାନେ

ଭାରତୀୟ କ୍ରିକେଟ୍‌ ଦଳର କାମଚଳା ଅଧିନାୟକ ଅଜିଙ୍କେ ରାହାନେଙ୍କ ନେତୃତ୍ୱରେ ଭାରତ ଅଷ୍ଟ୍ରେଲିଆରେ ଐତିହାସିକ ଟେଷ୍ଟ ସିରିଜ୍‌ ବିଜୟ ହାସଲ କରିଥିଲା। ଏହାପରେ ରାହାନେଙ୍କ ନେତୃତ୍ୱକୁ...

ଭାରତୀୟ କ୍ରିକେଟ୍‌ ଦଳର ଅସଲ ‘ବାଦଶାହ’ କିଏ ଜାଣନ୍ତି କି, ରୋହିତ ଶର୍ମା କଲେ ଖୁଲାସା

ଲଣ୍ଡନ,୧।୮: ଭାରତୀୟ କ୍ରିକେଟ୍‌ ଦଳ ଏବେ ଇଂଲଣ୍ଡ ଗସ୍ତରେ ଅଛି। ଆସନ୍ତା ଅଗଷ୍ଟ ୫ରୁ ଦଳ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳିବ। ଏଥିପାଇଁ ଭାରତୀୟ...

ବରାବର ସ୍ଥିତିରେ ଟି୨୦ ସିରିଜ୍‌

କଲମ୍ବୋ ,୨୮।୭: ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୪ ଉଇକେଟରେ ଜିତି ନେଇଛି ଶ୍ରୀଲଙ୍କା। ମ୍ୟାଚ୍‌ର ଏଭଳି ଫଳାଫଳ ଯୋଗୁ ୩ ମ୍ୟାଚ୍‌ ବିଶିଷ୍ଟ...

ଆର୍ଚରଙ୍କ ବର୍ଣ୍ଣବୈଷମ୍ୟ ଅଭିଯୋଗ: ପୋଲିସକୁ ତଦନ୍ତ ଭାର

ହାମିଲଟନ,୩।୧୨(ଏଏଫ୍‌ପି)- ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟବେଳେ ଜଣେ ଦର୍ଶକ ଭ୍ରମଣକାରୀ ଦଳର ପେସର ଜୋଫ୍ରା ଆର୍ଚରଙ୍କ ପ୍ରତି ବର୍ଣ୍ଣ ବୈଷମ୍ୟ ଭେଦଭାବ...

ଆଜିର ଦିନରେ ଇତିହାସ ରଚିଥିଲେ ଯୁବରାଜ

ନୂଆଦିଲ୍ଲୀ,୧୯।୯: ସେପ୍ଟେମ୍ବର ୧୯, ୨୦୦୭, ସ୍ଥାନ- ଦକ୍ଷିଣ ଆଫ୍ରିକାର ଡର୍ବାନ ଗ୍ରାଉଣ୍ଡରେ ଭାରତର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଇତିହାସ ରଚିଥିଲେ। ୧୪ ବର୍ଷ ପୂର୍ବେ...

Advertisement
Archives

Model This Week