ସୁଶାନ୍ତଙ୍କ ସହିତ ସମ୍ପର୍କକୁ ନେଇ ଏପରି କହିଲେ ଅଙ୍କିତା…

ମୁମ୍ବାଇ, ୨୫।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ ଦିଲ୍‌ ବେଚାରା ଇତିମଧ୍ୟରେ ରିଲଜ୍‌ ହୋଇଛି। ଏହାକୁ ନେଇ ପ୍ରଶଂସକ ବେଶ୍‌ ଭାବୁକ ମନ୍ତବ୍ୟମାନ ଦେବାରେ ଲାଗିଛନ୍ତି। ଏପରିସ୍ଥଳେ ସୁଶାନ୍ତ ସିଂଙ୍କ ଏକ୍ସ୍‌ ଗର୍ଲ ଫ୍ରେଣ୍ଡ୍‌ ଅଙ୍କିତା ଲୋଖଣ୍ଡେଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ଟୁଇଟ୍‌ କରବା ସହିତ ଏକ ୬ ସେକେଣ୍ଡର ଭିଡ଼ିଓ ଶେୟାର କରି କହିଛନ୍ତି ଯେ, ‘ପବିତ୍ର ରିସ୍ତାରୁ ଦିଲ୍‌ ବେଚାରା ପର୍ଯ୍ୟନ୍ତ, ଶେଷ ଥର ପାଇଁ’। ଅଙ୍କିତାଙ୍କ ଏହି ପୋଷ୍ଟକୁ ଇତିମଧ୍ୟରେ ୩ଲକ୍ଷରୁ ଅଧିକ ୟୁଜର ଦେଖିସାରିଲେଣି। ଏହି ଟୁଇଟ୍‌ ଦ୍ୱାରା ଅଙ୍କିତାଙ୍କ ମନରେ ଥିବା ଅକୁହା କଥା ଜଣାପଡ଼ିଯାଇଥିବା ୟୁଜରମାନେ କହିଛନ୍ତି। କିଛି ୟୁଜର ରିଲ୍‌ ଏବଂ ରିୟଲର ପାର୍ଥକ୍ୟ ସମାପ୍ତ ହୋଇଥିବା ଭଳି ଭାବୁକ ମନ୍ତବ୍ୟମାନ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?