ସୁଶାନ୍ତଙ୍କ ପ୍ରେମକୁ ନେଇ ଏମିତି କହିଲେ ଅଙ୍କିତା

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଆପଣ ସମସ୍ତେ ଜାଣିଥିବେ ଯେ ରିୟା ଚକ୍ରବର୍ତ୍ତୀଙ୍କ ସହ ସମ୍ପର୍କ ସ୍ଥାପନ ପୂର୍ବରୁ ସୁଶାନ୍ତ ଅଙ୍କିତା ଲୋଖଣ୍ଡେଙ୍କୁ ଡେଟ୍‌ କରୁଥିଲେ।

ବର୍ତ୍ତମାନ ଅଙ୍କିତା ଲୋଖଣ୍ଡେ ଏବଂ ସୁଶାନ୍ତଙ୍କ ଏ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଚିତ୍ରରେ ଅଙ୍କିତା ସୁଶାନ୍ତଙ୍କୁ ପ୍ରେମ ବ୍ୟକ୍ତ କରିଛନ୍ତି। ଏହା ମଧ୍ୟ କହିଛନ୍ତି ଯେ, ତାଙ୍କୁ ଯେତିକି ଭଲ ପାଆନ୍ତି କେହି ତାଙ୍କୁ ଭଲପାଇ ପାରିବେ ନାହିଁ। ଫଟୋ ପୋଷ୍ଟ କରି ଅଙ୍କିତା ଲେଖିଛନ୍ତି ଯେ, ‘କନ୍‌ ତୁଝେ ୟୁଁ ପ୍ୟାର କରେଗା ଯେସେ ମେଁ କରତିହୁଁ’, ‘ଗୁଗା ଲଭ ୟୁ ଶୋ ମଚ୍‌ ବେବି’।

ଏହି ଫଟୋ ୨୮ ଫେବୃଆରୀ ୨୦୧୬ ରେ ଅଙ୍କିତା ତାଙ୍କ ଟୁଇଟର୍‌ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ସୁଶାନ୍ତ ଏବଂ ଅଙ୍କିତାଙ୍କ ଯୋଡି ଉଭୟ ଅନ୍‌ସ୍କ୍ରିନ ଏବଂ ଅଫ ସ୍କ୍ରିନରେ ହିଟ୍‌ ହୋଇଥିଲେ। ସେ ଅନେକ ବର୍ଷ ପର୍ଯ୍ୟନ୍ତ ସମ୍ପର୍କରେ ରହିଲେ। ଏହା ପରେ କିନ୍ତୁ ସେମାନଙ୍କ ରାସ୍ତା ଅଲଗା ହୋଇଗଲା। ସୁଶାନ୍ତଙ୍କ ମୃତ୍ୟୁ ପରେ ଅଙ୍କିତା ବେଳେବେଳେ ବହୁତ ଭାବପ୍ରବଣ ହେଉଥିବା ଜଣାପଡିଛି।

ସୁଶାନ୍ତ ସିଂ ରାଜପୁତ ‘ପବିତ୍ରରିସ୍ତା’ ସିରିଏଲରେ ଏକାଠି କାମ କରିଥିଲେ। ସେହି ସମୟରେ ଅଙ୍କିତା ଏବଂ ସୁଶାନ୍ତ ଶୀଘ୍ର ବିବାହ କରିବେ ବୋଲି ଚର୍ଚ୍ଚା ହେଉଥିଲା। ଏହା ପରେ ଦୁହିଁଙ୍କ ମଧ୍ୟରେ କ’ଣ ଘଟିଲା ତାହା କେହି ଜାଣି ନାହାନ୍ତି, ମାତ୍ର ସୁଶାନ୍ତଙ୍କ ମୃତ୍ୟୁ ପରେ ଅଙ୍କିତା ସୁଶାନ୍ତଙ୍କ ପରିବାରକୁ ଭେଟିବାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ୍‌ ହେଲା ‘ପଲ୍‌ ପଲ୍‌ ଦିଲ୍‌ କେ ପାସ୍‌’ର ଟ୍ରେଲର୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ସନ୍ନି ଦେଓଲଙ୍କ ପୁଅ କରନ ଦେଓଲଙ୍କ ଡେବ୍ୟୁ ଫିଲ୍ମ ‘ପଲ୍‌ ପଲ୍‌ ଦିଲ୍‌ କେ ପାସ୍‌’ର ଟ୍ରେଲର୍‌ ରିଲିଜ୍‌ ହୋଇଛି। ଟ୍ରେଲର...

ମନଛୁଆଁ ବାର୍ତ୍ତା ସହ ସାନ ଭଉଣୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରୀଦେବୀଙ୍କର ବି ଟାଉନରେ ରହିଛି ଏକ ଭିନ୍ନ ପରିଚୟ। ଆଜିବି ଦର୍ଶକେ ତାଙ୍କୁ ଭୁଲି ପାରି ନାହାଁନ୍ତି। ଏବେ ତାଙ୍କ ଝିଅ...

ଅମିତାଭ ହେଲେ ଭାବୁକ: ମନେ ପକାଇଲେ ବାସଭବନର ନାମକରଣ ସ୍ମୃତି

ମୁମ୍ବାଇ, ୫।୭: ବିଗ୍‌ ବି ଅମିତାଭ ବଚ୍ଚନ ଭାବୁକ ହୋଇ ନିଜ ବ୍ଲଗ୍‌ରେ ଏକ କବିତା ଲେଖିଛନ୍ତି। ଏଥିରେ ତାଙ୍କ ବାସଭବନ ପ୍ରତୀକ୍ଷାରେ ୪୩ ବର୍ଷ...

ଘାତକ କରୋନା ଭୟ: ସେଲ୍ଫ ଆଇସୋଲେଶନରେ ଏ ସବୁ ବଲିଉଡ୍‌ କଳାକାର

ବମ୍ବେ: ଚିନ୍ତା ବଢ଼ାଇଛି ଘାତକ କରୋନା। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ ଥିବା ଦେଖାଯାଇଛି। ଏପରିସ୍ଥଳେ...

ଟ୍ରୋଲ ହେଲେ ରଣବୀର

ରଣବୀର କପୁର ସୋସିଆଲ ମିଡିଆରେ ଏବେ ଟ୍ରୋଲ ହୋଇଛନ୍ତି। କାରଣ ବାରଣସୀରେ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ଶୁଟିଂ ସମୟରେ ଜଣେ ଫ୍ୟାନ୍‌ ତାଙ୍କୁ ଦେଖା କରିବାକୁ ଯାଇଥିଲେ।...

‘ଜୟେଶଭାଇ ଜୋରଦାର୍‌’ରେ ନଜର ଆସିବେ ରଣବୀର: ଲୁକ୍‌ ଭାଇରାଲ

ବଲିଉଡ୍‌ ଫିଲ୍ମ ‘୮୩’ ପରେ ଅଭିନେତା ରଣବୀର ସିଂହ ଖୁବ୍‌ଶୀଘ୍ର ‘ଜୟେଶଭାଇ ଜୋରଦାର’ରେ ନଜର ଆସିବେ। ଏଥିପାଇଁ ସେ ଏବେଠୁ ସଜବାଜ ଆରମ୍ଭ କଲେଣି। ଇନ୍‌ଷ୍ଟାଗ୍ରାମ୍‌ରେ...

‘କମାଣ୍ଡୋ-୩’କୁ ନେଇ ଉଠିଲା ବିବାଦ

ମୁମ୍ବାଇ: ବଲିଉଡ୍‌ ମୁଭି ‘କମାଣ୍ଡୋ-୩’ର ଏଣ୍ଟ୍ରି ସିନ୍‌କୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ଏଥିରେ ବିଦ୍ୟୁତ ଭାମଓ୍ବାଲ ନଜର ଆସିଛନ୍ତି। ତେବେ ଏହି ସିନ୍‌ରେ...

ନେହାଙ୍କୁ ବିବାହ କରିବା ପୂର୍ବରୁ ଦୁଇଟି ବିବାହ କରିଛନ୍ତି ଶାର୍ଦ୍ଦୂଳ

ବମ୍ବେ: ଅଭିନେତ୍ରୀ ନେହା ପେଡ୍‌ନସେ ହଠାତ୍‌ ବିବାହ କରିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚକିତ କରିଦେଇଥିଲେ। ସେ ପ୍ରେମ ବିବାହ କରିବା ନେଇ ସ୍ପଷ୍ଟ ହେବା...

Coronavirus Update


Archives

Model This Week

Why Dharitri