ସୁଶାନ୍ତଙ୍କ ପ୍ରେମକୁ ନେଇ ଏମିତି କହିଲେ ଅଙ୍କିତା

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଆପଣ ସମସ୍ତେ ଜାଣିଥିବେ ଯେ ରିୟା ଚକ୍ରବର୍ତ୍ତୀଙ୍କ ସହ ସମ୍ପର୍କ ସ୍ଥାପନ ପୂର୍ବରୁ ସୁଶାନ୍ତ ଅଙ୍କିତା ଲୋଖଣ୍ଡେଙ୍କୁ ଡେଟ୍‌ କରୁଥିଲେ।

ବର୍ତ୍ତମାନ ଅଙ୍କିତା ଲୋଖଣ୍ଡେ ଏବଂ ସୁଶାନ୍ତଙ୍କ ଏ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଚିତ୍ରରେ ଅଙ୍କିତା ସୁଶାନ୍ତଙ୍କୁ ପ୍ରେମ ବ୍ୟକ୍ତ କରିଛନ୍ତି। ଏହା ମଧ୍ୟ କହିଛନ୍ତି ଯେ, ତାଙ୍କୁ ଯେତିକି ଭଲ ପାଆନ୍ତି କେହି ତାଙ୍କୁ ଭଲପାଇ ପାରିବେ ନାହିଁ। ଫଟୋ ପୋଷ୍ଟ କରି ଅଙ୍କିତା ଲେଖିଛନ୍ତି ଯେ, ‘କନ୍‌ ତୁଝେ ୟୁଁ ପ୍ୟାର କରେଗା ଯେସେ ମେଁ କରତିହୁଁ’, ‘ଗୁଗା ଲଭ ୟୁ ଶୋ ମଚ୍‌ ବେବି’।

ଏହି ଫଟୋ ୨୮ ଫେବୃଆରୀ ୨୦୧୬ ରେ ଅଙ୍କିତା ତାଙ୍କ ଟୁଇଟର୍‌ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ସୁଶାନ୍ତ ଏବଂ ଅଙ୍କିତାଙ୍କ ଯୋଡି ଉଭୟ ଅନ୍‌ସ୍କ୍ରିନ ଏବଂ ଅଫ ସ୍କ୍ରିନରେ ହିଟ୍‌ ହୋଇଥିଲେ। ସେ ଅନେକ ବର୍ଷ ପର୍ଯ୍ୟନ୍ତ ସମ୍ପର୍କରେ ରହିଲେ। ଏହା ପରେ କିନ୍ତୁ ସେମାନଙ୍କ ରାସ୍ତା ଅଲଗା ହୋଇଗଲା। ସୁଶାନ୍ତଙ୍କ ମୃତ୍ୟୁ ପରେ ଅଙ୍କିତା ବେଳେବେଳେ ବହୁତ ଭାବପ୍ରବଣ ହେଉଥିବା ଜଣାପଡିଛି।

ସୁଶାନ୍ତ ସିଂ ରାଜପୁତ ‘ପବିତ୍ରରିସ୍ତା’ ସିରିଏଲରେ ଏକାଠି କାମ କରିଥିଲେ। ସେହି ସମୟରେ ଅଙ୍କିତା ଏବଂ ସୁଶାନ୍ତ ଶୀଘ୍ର ବିବାହ କରିବେ ବୋଲି ଚର୍ଚ୍ଚା ହେଉଥିଲା। ଏହା ପରେ ଦୁହିଁଙ୍କ ମଧ୍ୟରେ କ’ଣ ଘଟିଲା ତାହା କେହି ଜାଣି ନାହାନ୍ତି, ମାତ୍ର ସୁଶାନ୍ତଙ୍କ ମୃତ୍ୟୁ ପରେ ଅଙ୍କିତା ସୁଶାନ୍ତଙ୍କ ପରିବାରକୁ ଭେଟିବାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri