ଏଏନ୍‌ଏମ୍‌ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ,୨୨ା୯: କନ୍ଧମାଳ ଜିଲା କୋଟଗଡ଼ ଥାନା ଅଧୀନ ଶ୍ରୀରାମପୁର ଏଏନ୍‌ଏମ୍‌ ଅସଦାଚରଣ ମାମଲାର ବିଚାର କରି କୋଟଗଡ଼ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅନୁରାଗ ଦେହୁରୀ ଗୁରୁବାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଲମ୍ବୁ ବଳିଆରସିଂଙ୍କୁ ୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛିନ୍ତି। ଏଥିସହ ୧ ହଜାର ଟଙ୍କା ଜରିମାନା କରିଛନ୍ତି କୋର୍ଟ। ତେବେ ଜରିମାନା ଅନାଦେୟ ଅଧିକ ୧ ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ କୋର୍ଟ ଉଲ୍ଲେଖ କରିଛନ୍ତି।

ସୂଚନା ମୁତାବକ,୨୦୨୦ ଅଗଷ୍ଟ ୨୦ରେ କୋଟଗଡ଼ ଥାନା ଅନ୍ତର୍ଗତ ଶ୍ରୀରାମପୁର କାର୍ଯ୍ୟରତ ଜଣେ ଏଏନ୍‌ଏମ୍‌ କର୍ମଚାରୀଙ୍କୁ ବଳିଆର ସିଂ ଅସଦାଚରଣ କରିଥିଲେ। ଏନେଇ ସେ କୋଟଗଡ଼ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ. ୫୨/୨୦) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?