ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଲିକ୍‌ ହୋଇଗଲା ANM ପ୍ରଶ୍ନପତ୍ର, ଆଉ ତା’ ପରେ…

କଟକ,୫ା୧୨: ପୂର୍ବରୁ ଅନେକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବାବେଳେ ଆଜି ଅର୍ଥାତ୍‌ ଶୁକ୍ରବାର ANM ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଯାଇଛି। ପରୀକ୍ଷାର ୩ଘଣ୍ଟା ପୂର୍ବରୁ ଏହି ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଆଜି ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଥିବାବେଳେ ଏହାର ୩ ଘଣ୍ଟା ପୂର୍ବରୁ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଅପରାହ୍ନ ୨ଟାରେ ପରୀକ୍ଷା ଥିବା ବେଳେ ପୂର୍ବାହ୍ନ ୧୧ଟାରେ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଆଜି ମିଡ୍‌ ଓ୍ବାଇଫେରି ପରୀକ୍ଷା ଥିଲା।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ

କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ...

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର...

ବିରାଟ-ରୋହିତଙ୍କୁ ବଡ଼ ଝଟକା ଦେବ BCCI! ଜାଡେଜାଙ୍କୁ ହେବ ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧: ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ସିରିଜ ହାରିଗଲା। ଏହି ପରାଜୟ ଦଳ ପରିଚାଳନା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଏହି ସମୟରେ, ବିସିସିଆଇ...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ନବବିବାହିତାଙ୍କୁ ନିର୍ଯାତନା, ଦିବ୍ୟାଙ୍ଗ ବାପାଙ୍କୁ ମାଡ଼

ବଳଙ୍ଗା,୨୦ା୧(କେଦାରେଶ୍ୱର ନନ୍ଦ): ଅଧିକ ଯୌତୁକ ଦାବିରେ ବଳଙ୍ଗା ଥାନା ଅଧୀନ ସମେଇପୁର ଗ୍ରାମରେ ଜଣେ ନବବିବାହିତାଙ୍କୁ ନିର୍ଯାତନା ଦିଆଯିବା ସହ ତାଙ୍କ ଦିବ୍ୟାଙ୍ଗ ବାପାକୁ ମାଡ଼...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ପ୍ରତିଶ୍ରୁତିରୁ ଓହରିଲା କମ୍ପାନୀ, ଗ୍ରାମବାସୀଙ୍କ ହୋହଲ୍ଲା, ଲୋକଙ୍କୁ ବୁଝାଇ ବିଡିଓ କହିଲେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ କୋଦଗାଡିଆଠାରେ ଥିବା ବସୁଧା ଯୋଜନାର ପ୍ରକଳ୍ପ ନିର୍ମାଣ ସମୟରେ ଅନୁଷ୍ଠିତ ପଲ୍ଲୀସଭାରେ ଦେଇଥିବା ପ୍ରତିଶ୍ରୁତିରୁ କମ୍ପାନୀ ଓହରିଯିବାରୁ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri