ମେଡିକାଲ ଯାଉଥିବା ସମୟରେ ଏଏନ୍‌ଏମ୍‌ଙ୍କୁ ଧକ୍କା ଦେଲା ହାଇଓ୍ବା

ଭଞ୍ଜନଗର,୮ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଏଏନ୍‌ଏମ୍‌ ନନ୍ଦିନୀ ଆଚାର୍ଯ୍ୟ (୪୨) ଗୁରୁବାର ଏକ ହାଇଓ୍ବା ଧକ୍କାରେ ଗୁରୁତର ହୋଇଛନ୍ତି । ତାଙ୍କର ଡାହାଣ ହାତଗୋଡ଼ରେ ଆଘାତ ଲାଗିଛି। ତାଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏଠାରେ ଆବଶ୍ୟକ ଚିକିତ୍ସା ସୁବିଧା ନ ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ନିଆଯାଇଛି।

ଘଟଣାରୁ ପ୍ରକାଶ ଯେ, ନନ୍ଦିନୀ ସୋରାଦେବୀ ମନ୍ଦିର ରାସ୍ତାରେ ରୁହନ୍ତି। ଗତକାଲି ସେ ନିଜ ସ୍କୁଟିରେ ମେଡିକାଲକୁ ସରକାରୀ କାମରେ ଯାଉଥିଲେ। ଏହି ସମୟରେ ଏକ ହାଇଓ୍ବା ଶ୍ରୀରାମ ନଗରଠାରେ ଭଞ୍ଜନଗର ଜଳଭଣ୍ଡାର ଭିତରୁ ହଠାତ୍‌ ବାହାରି ପଡ଼ିଥିଲା। ଫଳରେ ନନ୍ଦିନୀଙ୍କୁ ହାଇଓ୍ବାଟି ଧକ୍କା ଦେଇଥିଲା। ଏହାପରେ ସଂପୃକ୍ତ ଅଞ୍ଚଳବାସୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri