ନିର୍ଦ୍ଦେଶକଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି ଅନନ୍ୟା!

ମୁମ୍ବାଇ: ବଲିଉଡର ଏବେ ଚର୍ଚ୍ଚିତ ଚେହେରା ପାଲଟିଛନ୍ତି ଅନନ୍ୟା ପାଣ୍ଡେ । ଅଗଷ୍ଟ ୨ରେ ରିଲିଜ୍ ହେବାକୁ ଯାଉଛି ତାଙ୍କ ଅଭିନୀତ ଫିଲ୍ମ ‘ଲାଇଗର’ । ରାମ୍ୟା କୃଷ୍ଣା ଓ ବିଜୟ ଦେବରକୋଣ୍ଡା ଫିଲ୍ମରେ ଲିଡ ରୋଲରେ ନଜର ଆସିବେ । ଉଭୟ କଳାକାର ଏବେ ଫିଲ୍ମର ପ୍ରମୋଶନରେ ବିଜି ଅଛନ୍ତି । ଇତି ମଧ୍ୟରେ ବିଜୟ ଓ ରାମ୍ୟାଙ୍କ ଏକ ସାକ୍ଷାତ୍‌କାର ସମ୍ନାକୁ ଆସିଛି । ଏଥିରେ ଅନନ୍ୟାଙ୍କ ନିର୍ଦ୍ଦେଶକଙ୍କ ସହ କାମ କରିବାର ଏକ ବିଚାରକୁ ଶେୟାର କରାଯାଇଛି । ସେ ଯେଉଁ ନିର୍ଦ୍ଦେଶକଙ୍କ ସହ କାମ କରିବାକୁ ଚାହୁଁଛନ୍ତି ତାହାର ଏକ ଲିଷ୍ଟ ରଖିଛନ୍ତି । ପତି ପତ୍ନୀ ଔର ୱର ଅଭିନେତ୍ରୀ କହିଛନ୍ତି, ବାସ୍ତବରେ ଏଠାରେ ବହୁତ ଲୋକ ଅଛନ୍ତି, ହେଲେ ମୁଁ ଏସଏସ ରାଜାମୌଳି ସାରଙ୍କ ସହ କାମ କରିବାକୁ ଚାହୁଁଛି । ଏହାସହ ଜୋୟା ଅଖତର, କରନ ଜୋହରଙ୍କ ସହ ବି କାମ କରିବାକୁ ଚାହାନ୍ତି ଅନନ୍ୟା । ଆୟନ ଜିଙ୍କ ସହ ବି କାମ କରିବାକୁ ଚାହୁଁଛି ବୋଲି କହିଛନ୍ତି ଅନନ୍ୟା । ସେ ଫିଲ୍ମ ବ୍ରହ୍ୱାସ୍ତ୍ର ବି କରୁଛନ୍ତି । ଏହି ଫିଲ୍ମକୁ ଦେଖିବାକୁ ମୁଁ ଖୁବ ଏକସାଇଟେଡ ଅଛି ବୋଲି ଅନନ୍ୟା କହିଛନ୍ତି । କେବଳ ସେତିକି ନୁହେଁ ସଞ୍ଜୟ ଲିଲା ଭଂସାଲିଙ୍କ ସହ ବି କାମ କରିବାକୁ ଇଚ୍ଛା ରଖିଛନ୍ତି ଅଭିନେତ୍ରୀ ।
ସୂଚନାଯୋଗ୍ୟ, ତାଙ୍କ ଅଭିନୀତ ଫିଲ୍ମ ‘ଲାଇଗର’ ହିନ୍ଦୀ, ତାମିଲ, ତେଲଗୁ, କନ୍ନଡ ଓ ମଲାୟାଲମରେ ରିଲିଜ୍ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri