ଭୁବନେଶ୍ୱର ‘ସୂତା’ ଆଉଟଲେଟର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ହାଣ୍ଡଲୁମ ଷ୍ଟାର୍ଟଅପ ବ୍ରାଣ୍ଡ ‘ସୂତା’ (ଭୁବନେଶ୍ୱରର ସୂତା ଆଉଟଲେଟ) ର ପ୍ରଥମ ବାର୍ଷିକ ଉତ୍ସବ ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ସୂତାର ସହ ପ୍ରତିଷ୍ଠାତା ତଥା ଏମଡି ତାନିଆ ବିଶ୍ୱାସ, ପ୍ରତିଷ୍ଠାତା ତଥା ଏମ୍‌ଡି ସୁଜାତା ବିଶ୍ୱାସ ଏବଂ ପ୍ରାଞ୍ଚାଇଜ ପାର୍ଟନର ସୋମା ଦାସଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ହ୍ୟାଣ୍ଡଲୁମ ବ୍ରାଣ୍ଡ୍‌ର ଏକ୍ସକ୍ଲୁସିଭ ଷ୍ଟୋର ‘ସୂତା’ ସବୁ ବର୍ଗର ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ହାଣ୍ଡଲୁମ ପୋଷାକ ସମେତ ଫ୍ୟାଶନ ଡିଜାଇନ ପ୍ରଡକ୍ଟ ଓ ବିଭିନ୍ନ ବର୍ଗର ଉତ୍ପାଦମାନ ଯୋଗାଇ ଦେଇଥାଏ। ଏପରିକି ଅଭିଜ୍ଞ କାରିଗର ଓ ଡିଜାଇନରଙ୍କ ଦ୍ୱାରା ସୁକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ପୁରୁଷ, ମହିଳା ଓ ଶିଶୁଙ୍କ ପୋଷାକ ବେଶ୍‌ ଆକର୍ଷଣୀୟ ଏବଂ ଗୁଣାତ୍ମକ ହୋଇଥିଲାବେଳେ ସୁଲଭ ମୂଲ୍ୟରେ ଉଚ୍ଚସ୍ତରୀୟ ଉତ୍ପାଦ ଗ୍ରାହକଙ୍କୁ ଏହା ଯୋଗାଇ ଦେଇଥାଏ। ସେହିଭଳି ବାର୍ଷିକ ଉତ୍ସବ ଅବସରରେ ବ୍ରାଣ୍ଡ ଆକର୍ଷଣୀୟ ରିହାତି ଓ ବାର୍ଷିକ ସେଲ ସମ୍ପର୍କରେ ମଧ୍ୟ ଘୋଷଣା କରିଛି। ସ୍ବଳ୍ପ ଅବଧି ପାଇଁ ଉପଲବ୍ଧ ଥିବା ଏହି ଅଫରର ଲାଭ ଉଠାଇବା ପାଇଁ ସୂତା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?