ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକଉତ୍ସବ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବ ରେ ସହକାରୀ ଶିକ୍ଷକ ଜଗଦୀଶ ସାହୁ ବେଦପାଠ କରିଥିଲେ। ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀ ବୃନ୍ଦ ଭଲ ପାଠ ପଢିବା ସହ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରି ବିଦ୍ୟାଳୟର ସୁନାମ ଅର୍ଜନ କରିବାକୁ ପରାମର୍ଶ ଦେଇଥିଲେ । ଭାରପ୍ରାପ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ,ସିଆରସିସିି ଅନିଲ କୁମାର ଦାସ,ଗୋଷ୍ଠୀସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ, ଅବସରପ୍ରାପ୍ତ ଶିକ୍ଷକ ଦନାର୍ଦ୍ଦନ ପଣ୍ଡା,ବିଦ୍ୟାଳୟ ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ପ୍ରଶାନ୍ତ କୁମାର ପୂଜାରୀ,ଖବରଦାତା ସଞ୍ଜୀବ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିବୃନ୍ଦ ପୁରସ୍କାର ଓ ମାନପତ୍ର ବିତରଣ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ବୃନ୍ଦ ଏବଂ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ,କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ

ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri