ରାଧାକୃଷ୍ଣ ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ

ଦିଗପହଣ୍ଡି,୩୧ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କୋଡିନଡ଼ା ଗ୍ରାମ ସ୍ଥିତ ରାଧାକୃଷ୍ଣ ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶୁକ୍ରବାର ପ୍ରଧାନଶିକ୍ଷକ ପ୍ରଭାକର ବିଷୋୟୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି। ସହକାରୀ ଶିକ୍ଷକ ବି.ବନମାଳୀଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ ମୁଖ୍ୟଅତିଥି, ଖେମୁଣ୍ଡି ଓକିଲ ସଂଘର ସଭାପତି ହରପ୍ରସାଦ ରଥ ମୁଖ୍ୟବକ୍ତା ଏବଂ ସରପଞ୍ଚ ଗୀତାଞ୍ଜଳି ବେହେରା, ସମିତିସଭ୍ୟା ତମାଳ ନାଇକ, ସାମାଜିକ କର୍ମୀ ଉମାକାନ୍ତ ବିଷୋୟୀ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦେବେନ୍ଦ୍ର ନାଥ ମିଶ୍ର, ହାଇସ୍କୁଲ ପରିଚାଳନା କମିଟି ସଭାପତି କାଳୁ ସ୍ବାଇଁ, ପୂର୍ବତନ ସଭାପତି ରାଜେନ୍ଦ୍ର ସ୍ବାଇଁ, ସିଆରସିସି ଅଳକା କୁମାରୀ ପ୍ରଧାନ, ନାଏବ ସରପ ରାଜେନ୍ଦ୍ର ଗୌଡ, ୱାର୍ଡ ସଭ୍ୟ କୁନା ସ୍ବାଇଁ, ଖବରଦାତା ଗୋପାଳକୃଷ୍ଣ ମଲ୍ଲିକ, ଶଙ୍କର ସ୍ବାଇଁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ୟାନ୍‌-ବାଇକ ଧକ୍କା: ଚାଲିଗଲା ୨ ଜୀବନ, ଜଣ ଗୁରୁତର

କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍‌ ଭ୍ୟାନ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ…

ମୋଦିଙ୍କ ଆହ୍ବାନ: ଭାରତର ସାଂସ୍କୃତିକ ପୁନର୍ଜାଗରଣର ଏକ ଶକ୍ତିଶାଳୀ ସଙ୍କେତ

ଗଞ୍ଜାମ,୧୧।୫(ଅନାଥ ତରାଇ/ ବିଦ୍ୟାଧର ସାହୁ): ଭାରତର ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରତୀକ ସୋମନାଥ ମହାପ୍ରଭୁଙ୍କ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶ ଆଜି ଉତ୍ସବମୁଖର।…

କାର୍‌ରେ ଆସି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କଲେ ୪ ଦୁର୍ବୃତ୍ତ: ଜଣେ ମୃତ, ଜଣେ ଆହତ

ବେଲପାହାଡ, ୧୧।୫(ସୁବାସ ପ୍ରଧାନ): ଝାରସୁଗୁଡା ଜିଲା ବେଲପାହାଡ଼ ଫାଟକରେ ଯୁବକଙ୍କୁ ଆକ୍ରମଣ। ଭୁଜାଲି ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଉଭୟ…

ରାତିସାରା ଦେଖିଲେ ଲିଆଖିଆ ଉତ୍ସବ: ସକାଳକୁ ଆସି ଦେଖିଲା ବେଳକୁ ନ ଥିଲା

ନନ୍ଦପୁର/ପାଡୁଆ, ୧୧।୫ (ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଲିଆଖିଆ ଉତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କ ବାଇକ (ନମ୍ବର- OD 10 Q 4739) କେହି ଦୁର୍ବୃତ୍ତ ଚୋରି…

ସିଭିଲ ସର୍ଭିସ ଆଶାୟୀଙ୍କୁ ପାଠ ପଢ଼ାଇଲେ ଜିଲାପାଳ: ଅଚାନକ ପହଞ୍ଚି…

ଭଞ୍ଜନଗର,୧୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରଠାରେ ସିଭିଲ ସର୍ଭିସ ପରୀକ୍ଷା ଦେବାପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକଙ୍କୁ ଗଞ୍ଜାମ ଲକ୍ଷ୍ୟ ନିକେତନ ଯୋଜନା ମାଧ୍ୟମରେ ତାଲିମ ପ୍ରଦାନ କରାଯାଉଛି। ଆଜିକୁ…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

ବେଆଇନ ଛଟେଇ: ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ

ବଞ୍ଚୋ,୧୧।୫(ପ୍ରଦୋଷ ବିଶ୍ୱାଳ): ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ। ବେଆଇନ ଛଟେଇକୁ ବିରୋଧ କରି ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ କର୍ମଚାରୀ ନାରାବାଜି କରିବା ସହ…

ବିଦ୍ୟୁତ ଆଘାତ ଦେଇ ସ୍ବାମୀଙ୍କୁ ମାରିବାକୁ ଚେଷ୍ଟା କରୁଥିଲେ ସ୍ତ୍ରୀ, ନିଦରୁ ଉଠିପଡିଲେ ସ୍ବାମୀ, ଆଉ ତା’ପରେ…

ମୁମ୍ବାଇ, ୧୧।୫: ମହାରାଷ୍ଟ୍ରର ଯବତମାଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ସାତ ପ୍ରତିଜ୍ଞାର ଏକ ବିବାହ ହତ୍ୟା ଷଡ଼ଯନ୍ତ୍ରରେ ପରିଣତ ହୋଇଛି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri