ଇଗ୍ନୋରେ ୨୦୨୩ ନାମଲେଖା ପାଇଁ ଘୋଷଣା

ଭୁବନେଶ୍ୱର, ୩୦।୧୨ (ବ୍ୟୁରୋ): ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ୨୦୨୩ ଶିକ୍ଷା ବର୍ଷ ପାଇଁ ନାମଲେଖା ନେଇ ଘୋଷଣା ହୋଇଛି। କୌଣସି କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚଶିକ୍ଷା ପାଇବାରୁ ବଞ୍ଚତ୍ତ ହୋଇଥିବା ଯେ କୌଣସି ବୟସର ବ୍ୟକ୍ତି ଇଗ୍ନୋରେ ସମସ୍ତ ବିଭାଗରେ ନାମଲେଖାଇ ପାରିବେ। ଜାନୁୟାରୀ ୩୧ ପର୍ଯ୍ୟନ୍ତ ନାମଲେଖା ଚାଲିବ। ଅଣ୍ଡର ଗ୍ରାଜୁଏଟ୍‌ (ବିଏସ୍‌ସିଜି, ବିସିଓଏମ୍‌ଜି ଓ ବିଏଜି) ପ୍ରୋଗ୍ରାମରେ ନାମ ପଞ୍ଜୀକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜୀକରଣ ଦେୟ ଛାଡ କରାଯାଇଛି। ମାତ୍ର ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ର ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ବିବେଚିତ ହେବେନାହିଁ। ଇଚ୍ଛୁକ ପ୍ରାର୍ଥୀମାନେ ଇଗ୍ନୋ ଓ୍ବେବ୍‌ ସାଇଟ୍‌ www.ignou.ac.in ଏବଂ ଲିଙ୍କ୍‌ https://ignouadmission.samarth.edu.inକୁ ଅନୁସରଣ କରି ପାରିବେ କିମ୍ବା ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରକୁ ମେଲ୍‌ କରି ଯୋଗାଯୋଗ କରି ପାରିବେ। ସବିବେଷ ବିବରଣୀ ପାଇଁ ଫୋନ୍‌ ନଂ.୦୬୭୪-୨୯୭୧୦୭୧ କିମ୍ବା ୦୬୭୪-୨୩୦୧୩୪୮ରେ ଯୋଗାଯୋଗ କରିବା ପାଇଁ ଇଗ୍ନୋ ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ. ସୁରେଶ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri