୫୦୪ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟରେ ୫୦୪ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ବିଜ୍ଞପ୍ତି ପ୍ରକାଶ କରିଛି। ଇଚ୍ଛୁକ ପ୍ରାର୍ଥୀମାନେ ଓପିଏସ୍‌ସିର ଓ୍ବେବ୍‌ସାଇଟ୍‌ www.opsc.gov.inରେ ଅନ୍‌ଲାଇନ୍‌ ମାଧ୍ୟମରେ ଅବେଦନ କରିପାରିବେ। ଫେବୃୟାରୀ ୧୫ରୁ ମାର୍ଚ୍ଚ ୧୪ତାରିଖ ମଧ୍ୟରେ ପ୍ରାର୍ଥୀମାନେ ଆବେଦନ କରିପାରିବେ। ଆବେଦନ ଫି’ ମାର୍ଚ୍ଚ ୧୪ତାରିଖ ରାତି ୧୧ଟା ୫୦ ମିନିଟ୍‌ ଭିତରେ ଦାଖଲ କରିବାକୁ ପଡ଼ିବ। ପ୍ରାର୍ଥୀମାନେ ମାର୍ଚ୍ଚ ୨୨ତାରିଖ ରାତି ୧୧ଟା ୫୯ ପର୍ଯ୍ୟନ୍ତ ବିଭିନ୍ନ ବିଶ୍ୱବିଦ୍ୟାଳୟରେ ବିଷୟଭିତ୍ତିକ ଖାଲି ପଦବୀ ପାଇଁ ଅନ୍‌ଲାଇନ୍‌ ଆବେଦନ କରିପାରିବେ। ଉଲ୍ଲେଖଯୋଗ୍ୟ, ୫୦୪ ପଦବୀ ମଧ୍ୟରୁ ୧୪୮ଟି ମହିଳାଙ୍କ ପାଇଁ ସଂରକ୍ଷଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri