୨୭ରେ ଖୋର୍ଦ୍ଧା ଜିଲାର ୧୩୯ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ଚଳିତମାସ ୨୭ ତାରିଖରେ ଖୋର୍ଦ୍ଧା ଜିଲାର ୧୩୯ ଶିକ୍ଷାନୁଷ୍ଠାନକୁ ସ୍ବତନ୍ତ୍ର ଛୁଟି ଘୋଷଣା କରାଯାଇଛି। ଚଳିତ ବର୍ଷ ହେବାକୁ ଥିବା ଏଏସ୍‌ଓ ପରୀକ୍ଷା କେନ୍ଦ୍ର ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ସ୍ବତନ୍ତ୍ର ଛୁଟି ଘୋଷଣା ହୋଇଛି। ଏଏସ୍‌ଓ ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲାରେ ୧୩୯ଟି କେନ୍ଦ୍ର କରାଯାଇଛି।
ସୂଚନା ଥାଉକି, ରାଜ୍ୟରେ ବନ୍ୟା ସ୍ଥିତି ପାଇଁ ଆସନ୍ତା ୨୧ରେ ହେବାକୁ ଥିବା ଏଏସ୍‌ଓ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ଏହାପରେ ନୂଆ ତାରିଖ ଘୋଷଣା କରିଥିଲା ଓପିଏସ୍‌ସି । ୨୭ରେ ଏସ୍‌ଓ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଓପିଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

‘ଦଳୀୟ ଟିକେଟ ନ ମିଳିଲେ ସ୍ବାଧୀନରୁ ଲଢ଼ିବି’

କୋରାପୁଟ/ନାରାୟଣପାଟଣା,୨୪ା୨(ଅମିତାଭ ବେହେରା/ରାଜକିଶୋର ଜେନା): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ନେଇ ଜିଲାର ଲକ୍ଷ୍ମୀପୁର ବିଧାନସଭା ମଣ୍ଡଳୀ ନିମନ୍ତେ ବିଧାୟକ ପ୍ରାର୍ଥୀ ହେବା ପାଇଁ ଘୋଷଣା କରିଛନ୍ତି...

ଭୋଟ୍‌ ବର୍ଜନ ପାଇଁ ଗାଁ ଗାଁରେ ବୁଲିଲା ପ୍ରଚାର ଅଟୋ

ନିରାକାରପୁର,୨୪ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନରଣଗଡ଼ ପଞ୍ଚାୟତବାସୀ ଦୀର୍ଘବର୍ଷ ଧରି ଭିଟାମାଟି ସମସ୍ୟା ଓ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ନେଇ ବାରମ୍ବାର ଦାବି...

ମାଟିତଳେ ବିସ୍ଫୋରକ ସାମଗ୍ରୀ ପୋତିଥିଲେ ମାଓବାଦୀ, ଦମ୍‌ ଦେଖାଇଲେ ଯବାନ

ମାଲକାନଗିରି,୨୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ଥାନା ସିଲାକୋଟା ସଂରକ୍ଷିତ ଜଙ୍ଗଲରୁ ମାଓବାଦୀ ସାମଗ୍ରୀ ଜବତ ହୋଇଛିି। ସୂଚନାନୁଯାୟୀ, ଶନିବାର ବିଏସ୍‌ଏଫ୍‌ ୧୪୨ ବାଟାଲିୟନ ଯବାନମାନେ...

ପୁରୀ ଅଠରନଳା ବ୍ରିଜ୍ ପ୍ରତି ନାହିଁ କୌଣସି ବିପଦ: ଏଏସଆଇ

ପୁରୀ,୨୪।୨: ପୁରୀର ଐତିହାସିକ ଅଠରନଳା ବ୍ରିଜ୍ ପ୍ରତି ନାହିଁ କୌଣସି ବିପଦ। ଏନେଇ ଭାରତୀୟ ପ୍ରତ୍ନତ୍ତତ୍ୱ ବିଭାଗ ଇଞ୍ଜିନିୟର ନିଶ୍ଚିତ କରିଛନ୍ତି। ଏଏସଆଇର ଅଧୀକ୍ଷକ ଦିବିଶାଦା...

ଏନ୍‌ଏସି ମାନ୍ୟତା ପାଇଲା ରାଇକିଆ

ରାଇକିଆ,୨୪ା୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆକୁ ଏନ୍‌ଏସି ମାନ୍ୟତା ମିଳିଛି। ଶନିବାର ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଘୋଷଣା ହୋଇଥିବା ୩୪ଟି ନୂଆ ଏନ୍‌ଏସି...

ଛାତ୍ରୀଛାତ୍ରଙ୍କୁ ଚାପମୁକ୍ତ କରିବା ପାଇଁ ‘ଟେଲି ମାନସ’ ସେବା, ୧୪୪୧୬ ନମ୍ବରରେ କଲ୍‌ କରି ସହାୟତା ନେଇ ପାରିବେ ପିଲା

ଭୁବନେଶ୍ୱର,୨୪ା୨(ଅସମାପିକା ସାହୁ): ରାଜ୍ୟରେ ଏବେ ମାଟ୍ରିକ ପରୀକ୍ଷା ଚାଲୁଥିବା ବେଳେ ଆଗାମୀ ଦିନରେ ଅନ୍ୟ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା ସମୟରେ ଛାତ୍ରୀଛାତ୍ରଙ୍କୁ...

ମାମୁ ଘରେ ଗୋଠେ ଗାଈ, ରାତି ପାହିଲେ ମୋଟେ ନାହିଁ

କେନ୍ଦୁଝର,୨୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଗୋବର୍ଦ୍ଧନ ପଞ୍ଚାୟତଠାରେ ବ୍ଲକ ପ୍ରଶାସନଙ୍କ ଦାରା ରାଶନକାର୍ଡ ହିତାଧିକାରୀଙ୍କ ନିମନ୍ତେ ୨ଟି ବ୍ୟାଗ୍‌ ଓ ୧ ହଜାର...

ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ଦେଲେ ରାଜ୍ୟ ସରକାର, ଧନ୍ୟବାଦ ଜଣାଇଲେ ସହରବାସୀ

ଛତ୍ରପୁର,୨୪ା୨(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲାର ଛତ୍ରପୁରକୁ ମ୍ୟୁନିସିପାଲିଟି ଭାବେ ଘୋଷଣା କରିଛନ୍ତି। ଦୀର୍ଘଦିନ ପରେ ଛତ୍ରପୁରବାସୀଙ୍କ ଦାବିଙ୍କୁ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri