ଘୋଷଣା ହେବ ମେଣ୍ଟ! ଓଡିଶା ଆସୁଛନ୍ତି ଅମିତ ଶାହା

ଭୁବନେଶ୍ୱର,୭।୩: ଓଡିଶା ଆସୁଛନ୍ତି ଅମିତ ଶାହା। ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ଅବସରରେ ଦଳୀୟ ନେତାଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସୂଚନା ମଧ୍ୟ ମିଳିଛି ।

ସୂଚନା ଅନୁଯାୟୀ, ଦେଶରେ ସାଧାରଣ ନିର୍ବାଚନ ହେବାକୁଥିବାବେଳେ ଓଡିଶାରେ ମେଣ୍ଟ ରାଜନୀତି ଜୋର ଧରିଛି। ଗତକାଲି ଭାଜପା ବରିଷ୍ଠ ନେତା ଦିଲ୍ଲୀ ଯାଇଥିବାବେଳେ ଦିଲ୍ଲୀରୁ ବଡ ନେତା ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଅନ୍ୟପଟେ ଓଡିଶାରେ ବିଜେଡିର ଗତକାଲି ନବୀନ ନିବାସରେ ହାଇଲେଭଲ ବୈଠକ ହୋଇଥିଲା। ବିଜେଡିର ବରିଷ୍ଠ ନେତା ଏନେଇ ସଙ୍କେତ ଦେଇଥିଲେ ହେଁ ଏବେ ଯାଏଁ କୌଣସି ଦଳ ପକ୍ଷରୁ ମେଣ୍ଟ ନେଇ ସ୍ପଷ୍ଟ ସୂଚନା ଦିଆଯାଇନାହିଁ । ହୁଏତ ଅମିତ ଶାହାଙ୍କ ଗସ୍ତ ଅବସରରେ ମେଣ୍ଟ ନେଇ କିଛି ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ହେଉଛି । ଯଦି ଏପରି ହୁଏ , ତେବେ ଦୀର୍ଘ ୧୫ ବର୍ଷ ପରେ ପୁଣିଥରେ ଏକାଠି ହେବେ ବିଜେଡି ଆଉ ଭାଜପା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri