ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍ସ ପକ୍ଷରୁ ସହାୟତା ଘୋଷଣା

ନୂଆଦିଲ୍ଲୀ,୨୯।୮: ଓଡ଼ିଶାର ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର ଏବଂ ଭଦ୍ରକର ବିଭିନ୍ନ ଅଞ୍ଚଳରେ ବନ୍ୟା ଓ ପ୍ରବଳ ବର୍ଷାରେ ପୀଡ଼ିତ ଗ୍ରାହକଙ୍କୁ ସହାୟତା କରିବା ପାଇଁ ଏସବିଆଇ ଜେନେରାଲ ଇନସ୍ୟୁରାନ୍ସ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଏପରିକି ପ୍ରବଳ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ଜଳକା ଏବଂ ବୈତରଣୀ ଭଳି ନଦୀରେ ବନ୍ୟା ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତିରେ ଏସବିଆଇ ଜେନେରାଲ ଇନସ୍ୟୁରାନ୍ସ ତା’ର ଗ୍ରାହକଙ୍କ ନିକଟରେ ଛିଡା ହୋଇଛି। ଏସବିଆଇ ଜେନେରାଲର ଟିମ୍‌ ଏକ ମାନକ ଅପରେଟିଂ ପ୍ରଣାଳୀ ମଧ୍ୟ ଆରମ୍ଭ କରିଛି। ପ୍ରାଥମିକତା ଭିତିରେ ପ୍ରଶ୍ନ ଏବଂ ଦାବିଗୁଡିକ ପରିଚାଳନା କରିବା ପାଇଁ ଏକ ଟାସ୍କଫୋର୍ସ ମଧ୍ୟ ଗଠନ କରାଯାଇଛି। ଏହା ଇନ୍‌ବାଉଣ୍ଡ ଡାଟା ଆଧାରରେ ଗ୍ରାହକଙ୍କୁ ସାହାଯ୍ୟ କରିବାକୁ ପ୍ରସ୍ତୁତ ହୋଇଛି। ଏଥିପାଇଁ ପ୍ରଥମତଃ ଗ୍ରାହକଙ୍କୁ କମ୍ପାନୀର ଟୋଲ ଫ୍ରି ନମ୍ବର ୧୮୦୦ ୧୦୨ ୧୧୧୧କୁ କଲ କରିବାକୁ ହେବ। ନଚେ୍‌ତ ଦାବି ଉପସ୍ଥାପନ ପାଇଁ ଗ୍ରାହକ ଏସଏମ୍‌ଏସ କ୍ଲେମ୍‌ ଟୁ ୫୬୧୬୧୨ କରି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?