ଅଗଷ୍ଟ ୨୭ରେ ହେବ ଓଏଏସ୍‌ ପ୍ରିଲିମ୍‌

କଟକ ଅଫିସ,୧୯।୭: ଅଗଷ୍ଟ ୨୭ରେ ହେବ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା। ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ସୋମବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ୨ଟି ସିଟିଂରେ ହେବ। ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ନ ସାଢ଼େ ୧ଟାରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂ ପରୀକ୍ଷା ହେବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁର ଆଦି ୫ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର କରାଯାଇଛି। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କ ପାଇଁ ଅତିରିକ୍ତ ୪୦ ମିନିଟ ସମୟ ଦିଆଯିବ ବୋଲି ଓପିଏସ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri