୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି।

ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ। ସମସ୍ତଙ୍କୁ ପରିଚୟ ପତ୍ର ମଧ୍ୟ ଯୋଗାଇ ଦିଆଯିବ।
ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମାଚାରୀମାନଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ବି ଯୋଗାଇ ଦିଆଯିବ।
ସବୁ ସିଆରପି-ସିଏମ୍‌ଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ।
ଏମାନଙ୍କୁ ଗସ୍ତ ଖର୍ଚ୍ଚ ବାବଦ ମାସିକ ୩୫୦ ଟଙ୍କା ପ୍ରଦାନ କରାଯିବ।
ଟେଲିଫୋନ ଭତ୍ତା ବାବଦରେ ସିଆରପି-ସିଏମ୍‌ଙ୍କୁ ମାସିକ ୧୫୦ ଟଙ୍କା ପ୍ରଦାନ କରାଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ।
ଏହି ପ୍ୟାକେଜକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ବ୍ୟବସ୍ଥା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଆଗକୁ ନେବାରେ ପଞ୍ଚାୟତସ୍ତରରେ କାମ କରୁଥିବା ଏହି ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କର ମହତ୍ତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରୂପାନ୍ତରିତ ଓଡ଼ିଶା ଗଠନ ଦିଗରେ ଅଧିକ ପରିଶ୍ରମ କରିବାକୁ ଏହି ଆର୍ଥିକ ପ୍ୟାକେଜ ସେମାନଙ୍କୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri