ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା: ଗରିବ, ଆଦିବାସୀଙ୍କ ଚିକିତ୍ସା କ୍ଷେତ୍ରରେ ସୁବିଧା ଜାରି ରହିବ

ଭୁବନେଶ୍ୱର,୨ା୬(ବ୍ୟୁରୋ): ବିଶାଖାପାଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’ (Patients’ Facilitation Center)ର ଅବଧିକୁ ରାଜ୍ୟ ସରକାର ଆଉ ବର୍ଷେ (୨୦୨୩-୨୪) ପାଇଁ ବୃଦ୍ଧି କରିଛନ୍ତି ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ମାଲକାନଗିରିରୁ ବିଶାଖାପାଟଣାକୁ ଯାଉଥିବା ଗରିବ, ଆଦିବାସୀମାନଙ୍କ ଚିକିତ୍ସା କ୍ଷେତ୍ରରେ ସୁବିଧା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ବିଶାଖାପାଟଣାରେ ରାଜ୍ୟ ସରକାର ୨୦୧୬ରୁ ଏକ ରୋଗୀ ସହାୟତା କେନ୍ଦ୍ର ସ୍ଥାପନ କରିଛନ୍ତି । ବିଶାଖାପାଟଣା ମାଲକାନଗିରି ଜିଲାର ଅତି ନିକଟରେ ଥିବାରୁ ଏବଂ ସେଠାରେ ଉଚ୍ଚକୋଟୀର ଚିକିତ୍ସା ସୁବିଧା ମିଳୁଥିବାରୁ ଜିଲାରୁ ଅଧିକାଂଶ ରୋଗୀ ଚିକିତ୍ସା ପାଇଁ ସେଠାକୁ ଯାଇଥାନ୍ତି। ରୋଗୀ ସହାୟତା କେନ୍ଦ୍ରରେ ସେମାନଙ୍କୁ ବିନା ମୂଲ୍ୟରେ ରହିବା ଓ ଖାଇବାର ସୁବିଧା ମିଳିପାରୁଛି। ୨୦୧୬ରୁ ୨୦୨୨ମଧ୍ୟରେ ରାଜ୍ୟ ସରକାର ଏହି ସହାୟତା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି। ୨୦୧୬ରେ ୨୫ ଲକ୍ଷ ଟଙ୍କା ଏବଂ ୨୦୨୦, ୨୦୨୧ ଓ ୨୦୨୨ରେ ୧୦ ଲକ୍ଷ ଟଙ୍କା ଲେଖାଏ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri