Posted inଜାତୀୟ

ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ଉତ୍ତରାଧିକାରୀଙ୍କ ନାଁ ଘୋଷଣା

ଭୋପାଳ,୧୨।୯: ଦ୍ୱାରକା ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ଉତ୍ତରାଧିକାରୀଙ୍କ ନାଁ ସୋମବାର ଘୋଷଣା କରାଯାଇଛି। ଜ୍ୟୋତିଷ ପୀଠର ନୂତନ ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ଏବଂ ଶାରଦା ପୀଠର ନୂତନ ଶଙ୍କରାଚାର୍ଯ୍ୟ ସ୍ବାମୀ ସଦାନନ୍ଦ ସରସ୍ବତୀ ହେବେ। ଶଙ୍କରାଚାର୍ଯ୍ୟଙ୍କ ବ୍ୟକ୍ତିଗତ ସଚିବ ସୁବୋଧନନ୍ଦ ମହାରାଜ ଉତ୍ତରାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ଏହି ଘୋଷଣା ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ପାର୍ଥିବ ଶରୀର ନିକଟରେ କରାଯାଇଥିଲା।
ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ଶଙ୍କରାଚାର୍ଯ୍ୟ ସ୍ବାମୀ ସ୍ବରୂପନନ୍ଦ ସରସ୍ବତୀଙ୍କ ୯୯ ବର୍ଷ ବୟସରେ ଦେହାନ୍ତ ହୋଇଥିଲା। ସୋମବାର ମଧ୍ୟପ୍ରଦେଶର ନରସିଂହପୁରର ପରମହଂସୀ ଗଙ୍ଗା ଆଶ୍ରମରେ ତାଙ୍କୁ ସମାଧି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଏଲଜେପିର ପ୍ରିନ୍ସ ପାଶ୍ୱାନ

ନୂଆଦିଲ୍ଲୀ,୧୪।୯: ଲୋକ ଜନଶକ୍ତି ପାର୍ଟି (ଏଲଜେପି)ର ଏମ୍‌ପି ଚିରାଗ ପାଶ୍ୱାନଙ୍କ ସମ୍ପର୍କୀୟ ଭାଇଙ୍କ ନାମରେ ବଳାତ୍କାର ଅଭିଯୋଗ ଆଣିଛନ୍ତି ଜଣେ ମହିଳା। ଏହି ମାମଲାରେ ଚିରାଗଙ୍କ...

ମହାରାଷ୍ଟ୍ର ସଙ୍କଟ: ବିଧାୟକଙ୍କୁ ନେଇ ଭୟରେ ବଡ଼ ବଡ଼ ଦଳ

ମୁମ୍ବାଇ,୯।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଲାଗି ରହିଥିବା କଳହ ମଧ୍ୟରେ ଏବେ ଭୟରେ ଅଛି କଂଗ୍ରେସ, ଏନ୍‌ସିପି ଓ ଶିବସେନା। କାରଣ ଏବେ ଏମାନଙ୍କ...

ଜବାବ ଅପେକ୍ଷାରେ ତୋମାର

ନୂଆଦିଲ୍ଲୀ, ୨୫।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀମାନଙ୍କ ସହ ଆଲୋଚନା ପୁନର୍ବାର ଆରମ୍ଭ କରିବା ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ତେବେ...

ଜମ୍ମୁ-କଶ୍ମୀରରେ ମାଗଣା ଫିଲ୍ମ ଦେଖାଇବେ ସରକାର

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠିବା ପରେ ସେଠାରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କାରେ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି...

ଥମୁନି ସିଏଏ, ଏନ୍‌ଆର୍‌ସି ତାତି

ନୂଆଦିଲ୍ଲୀ/କୋଲକାତା, ୧୭ା୧୨(ପି.ଟି.): ଦେଶରେ ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧୀ ଆନ୍ଦୋଳନ ଥମିବାର ନାଁ ନେଉନି। ଉତ୍ତରପୂର୍ବାଞ୍ଚଳ ପରେ...

ବିମୁଦ୍ରୀକରଣ ବେଳେ ଜମା ହୋଇପାରି ନ ଥିଲା ୧.୧୭ କୋଟି ଅଚଳ ଟଙ୍କା: ସୁପ୍ରିମକୋର୍ଟ ଗଲେ ବ୍ୟବସାୟୀ

ନୂଆଦିଲ୍ଲୀ,୩୧ା୮: ବିମୁଦ୍ରୀକରଣ ବେଳେ ୧ କୋଟି ୧୭ ଲକ୍ଷ ଅଚଳ ଟଙ୍କା ଜମା କରିପାରି ନ ଥିବା ତାମିଲନାଡୁର ଜଣେ ବ୍ୟବସାୟୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।...

୩୫ ଟଙ୍କା ଫେରସ୍ତ ପାଇଁ ୫ ବର୍ଷ ଲଢ଼ିଲେ

ନୂଆଦିଲ୍ଲୀ, ୩୧ା୫: ରାଜସ୍ଥାନର କୋଟା ସହର ବାସିନ୍ଦା ତଥା ଇଞ୍ଜିନିୟର ସୁଜିତ ସ୍ବାମୀ ରେଳ ଟିକେଟ କ୍ୟାନ୍‌ସେଲ ବାବଦ ସର୍ଭିସ ଟ୍ୟାକ୍ସ ୩୫ ଟଙ୍କା ପାଇବା...

ମାଗଣାରେ କୃଷକଙ୍କ ଚୁଟି, ଦାଢ଼ି କାଟୁଛନ୍ତି ସେଲୁନ ମାଲିକ

ନୂଆଦିଲ୍ଲୀ: ନୂଆ କୃଷି ଆଇନ ବିରୋଧରେ ୩ ସପ୍ତାହରୁ ଅଧିକ ଦିନ ହେଲା ଦିଲ୍ଲୀର ସିଙ୍ଘୁ ସୀମାରେ ଆନ୍ଦୋଳନ କରୁଛନ୍ତି କୃଷକମାନେ। ଏହି ଆନ୍ଦୋଳନକୁ ବିଭିନ୍ନ...

Advertisement
Archives

Model This Week