Posted inଜାତୀୟ

ମହିଳାଙ୍କୁ ପ୍ରତି ମାସରେ ୩୦୦୦ ଟଙ୍କା, କୃଷକଙ୍କୁ ଋଣ ଛାଡ଼ ଘୋଷଣା

ମୁମ୍ବାଇ,୬ା୧୧: ମହାରାଷ୍ଟ୍ରରେ ମହାବିକାଶ ଅଗାଡ଼ି ଭୋଟରଙ୍କୁ ଆକୃଷ୍ଟ କରିବାକୁ କିଛି ନିର୍ବାଚନୀ ପ୍ରତିଶ୍ରୁତି ଦେଇଛି। ଯେଉଁଥିରେ ମହିଳା, କୃଷକ ଏବଂ ଯୁବ ପିଢ଼ିଙ୍କୁ ଗୁରୁତ୍ୱ ଦିଆଯାଇଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଶିବସେନା(ୟୁବିଟି ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ଏବଂ ଏନ୍‌ସିପି(ଏସ୍‌) ପ୍ରମୁଖ ଶତର ପାଓ୍ବାର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଯେଉଁଠି ବିରୋଧୀ ଦଳ ନିଜର ଘୋଷଣାପତ୍ର ଜାରି କରିଥିଲେ।

୧. ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା।
୨.ମହିଳାମାନଙ୍କୁ ପ୍ରତି ମାସରେ ୩ ହଜାର ଟଙ୍କା ପ୍ରଦାନ।
୩. ସମାନତାର ଗ୍ୟାରେଣ୍ଟି ଏବଂ ଜାତିଗତ ଜନଗଣନା ଏବଂ ୫୦ ପ୍ରତିଶତ ସଂରକ୍ଷଣ ହଟାଇ ଏହାକୁ ବୃଦ୍ଧି କରାଯିବ।
୪. କୃଷକଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ଼। ନିୟମିତ ଋଣ ପରିଶୋଧ ଉପରେ ୫୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି।
୫. ଯୁବକମାନଙ୍କୁ ପ୍ରତି ମାସରେ ୪ ହଜାର ଟଙ୍କାର ବେକାରୀ ଭତ୍ତା।


Enter your email to get our daily news in your inbox.

All Right Reserved By Dharitri.Com

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri