Posted inଖେଳ

୨୨ ଜଣିଆ ଓଡ଼ିଶା ମହିଳା ଦଳ ଘୋଷଣା

ଭୁବନେଶ୍ୱର,୩୦ା୪, (ସରୋଜ ଜେନା): ରାଜମାତା ଜିଜାବାଈ ଫୁଟବଲ ଟୁର୍ନାମେଣ୍ଟ ପାଇଁ ୨୨ ଜଣିଆ ଓଡ଼ିଶା ମହିଳା ଫୁଟବଲ ଦଳ ସୋମବାର ଘୋଷଣା କରାଯାଇଛି। ମେ ୧ରୁ ୧୫ ଯାଏ କୋଲକାତାରେ ଏହି ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଓଡ଼ିଶା ଦଳରେ ୩ ଜଣ ଗୋଲକିପର, ୬ ଜଣ ଡିଫେଣ୍ଡର, ୭ ଜଣ ମିଡ ଫିଲ୍ଡର ଓ ୬ ଜଣ ଫରଓ୍ବାର୍ଡ ଖେଳାଳିଙ୍କୁ ସାମିଲ କରାଯାଇଛି। ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା(ଫାଓ) ସମ୍ପାଦକ ଆଶୀର୍ବାଦ ବେହେରା ଓ ଅନ୍ୟ କର୍ମକର୍ତ୍ତା ଓଡ଼ିଶା ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।
ଓଡ଼ିଶା ଦଳ: ଗୋଲକିପର- ସ୍ପନ୍ଦିତା ଦାସ, ମଞ୍ଜୁ ଗଞ୍ଜୁ ଓ ସାକ୍ରୋ ହେମ୍ବ୍ରମ।
ଡିଫେଣ୍ଡର- ଜୁଲି କିଶାନ, ଅମ୍ବୃତା ନାୟକ, ପିପିଲି ମହାନ୍ତି, ଶିବାନୀ ମୁଣ୍ଡାରୀ, ସୁବାସିନୀ ସାହା ଓ ପ୍ରଜ୍ଞା କିଶାନ।
ମିଡଫିଲ୍ଡର-ଦୀପା ନାୟକ, ସୁମିତ୍ରା ହେମ୍ବ୍ରମ, ମୁନିକା ମିଞ୍ଜ, ଜାହ୍ନବୀ କିଷାନ, ସତ୍ୟବତୀ ଖାଡିଆ, ବନ୍ୟା କବିରାଜ, ଶୀଲା ସିଂ।
ଫରଓ୍ବାର୍ଡ- ମାଳତୀ ମୁଣ୍ଡା, ସେରଟୋ ଲିଣ୍ଡା କମ୍‌, ପ୍ରତିମା ଓରାମ, ପ୍ୟାରୀ ଖାଖା, ସୁଭଦ୍ରା ସାହୁ ଓ ମନୀଷା ନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri