ବିଦ୍ୟାମନ୍ଦିରର ବାର୍ଷିକୋତ୍ସବ: ଯୋଗଦେଲେ ଏନ୍‌ଏସି ଅଧ୍ୟକ୍ଷ

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ସ୍ବାମୀ ଚେତନାନନ୍ଦ ସାରସ୍ବତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ସ୍ବାମୀ ଚେତନାନନ୍ଦ ସରସତୀ ମହାରାଜଙ୍କ ୯୪ ତମ ଜନ୍ମବାର୍ଷିକୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।

ସ୍ବାମୀ ସ୍ବରୁପାନନ୍ଦ ସରସତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଧ୍ୟାତ୍ମିକ ସଭାରେ ମୁଖ୍ୟଅତିଥି ଭାବେ ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା,ମୁଖ୍ୟବକ୍ତା ଭାବେ ଆକାଶବାଣୀର ଅବସରପ୍ରାପ୍ତ ନିର୍ଦ୍ଦେଶକ ଡ଼.ଶାନ୍ତନୁ ରଥ ମୁଖ୍ୟବକ୍ତା ଏବଂ ସମ୍ମାନିତ ଅତିଥି ଭାବେ କାଉନସିଲର ଦୀପକ କୁମାର ମିଶ୍ର, ସୁରେଶ ଚନ୍ଦ୍ର ମିଶ୍ର, ଅରୁଣ କୁମାର ପଣ୍ଡା ଯୋଗଦେଇଥିଲେ।

ବିଦ୍ୟାମନ୍ଦିରର ପ୍ରଧାନାଚାର୍ଯ୍ୟ ବନୋଜ କୁମାର ଷଡଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେରେ ଆୟୋଜିତ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ର ମାନଙ୍କୁ ଅତିଥି ବୃନ୍ଦ ପୁରସ୍କାର ଓ ମାନପତ୍ର ବଣ୍ଟନ କରିଥିଲେ। ଆଚାର୍ଯ୍ୟା ସନ୍ତୋଷୀନି ଗୌଡ଼, ସୁନିତା କୁମାରୀ ପାତ୍ର, ଆଚାର୍ଯ୍ୟ ରବି ନାରାୟଣ ପାଣିଗ୍ରାହୀ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ପ୍ରବେଶକୁ ବିରୋଧ: ଏଏସପିଙ୍କୁ ଭେଟିଲେ ଆମ୍ବେଦକର ସେବକ ସଂଘ

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମରେ ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀକୁ ମନ୍ଦିର ପ୍ରବେଶ ବାରଣ ବିବାଦରେ ପୋଲିସ ଏକ ମାମଲା ରୁଜୁ କରିଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri