Odisha Elections 2024

ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ

ଭୁବନେଶ୍ୱର,୪।୫: ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ୧୫.୬୨% ବୃଦ୍ଧି ପାଇ ୧,୮୬,୮୭୭ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର ସମୁଦାୟ ଜମା ୫.୫୩% ବୃଦ୍ଧି ପାଇ ୨,୬୩,୧୩୦ କୋଟି ଟଙ୍କା ହୋଇଥିବାବେଳେ ରିଟେଲ୍‌, କୃଷି ଓ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ୧୩.୮୮% ବୃଦ୍ଧି ସହ ୯୭,୫୧୬ କୋଟି ଟଙ୍କା ହୋଇଛି। ବ୍ୟାଙ୍କର ରିଟେଲ୍‌, କୃଷି ଓ ଏମ୍‌ଏସ୍‌ଏମ୍‌ଇ ଅଗ୍ରିମରେ ଯଥାକ୍ରମେ ୧୪.୬୨%, ୧୩.୧୬% ଓ ୧୩.୫୩% ବୃଦ୍ଧି ଘଟିଛି। ୨୦୨୩-୨୪ ଆର୍ଥିକ ବର୍ଷର ଶେଷ ସୁଦ୍ଧା (୨୦୨୪ମାର୍ଚ୍ଚ ମାସ ଶେଷ ସୁଦ୍ଧା) ବ୍ୟାଙ୍କର ଗ୍ରସ୍‌ ଏନ୍‌ପିଏରେ ୧୩୨ ବିପିଏସ୍‌ ହ୍ରାସ ସହିତ ୩.୪୬% କମି ଥିବାବେଳେ ନେଟ୍‌ ଏନ୍‌ପିଏରେ ୪୦ବିପିଏସ୍‌ ହ୍ରାସ ସହିତ ୦.୮୯% ହ୍ରାସ ପାଇଛି। ବ୍ୟାଙ୍କର ପୁଞ୍ଜି ସ୍ବଚ୍ଛଳତା ହାର (ସିଆର୍‌ଏଆର୍‌) ୪୭ବିପିଏସ୍‌ ସହିତ ୧୬.୯୮% ବୃଦ୍ଧି ପାଇଥିବା ବେଳେ ଟାୟାର-୧ ପୁଞ୍ଜି ଅନୁପାତରେ ୫୮ବିପିଏସ୍‌ ସହିତ ୧୪.୫୪% ବୃଦ୍ଧି ଘଟିଛି। ୨୦୨୩-୨୪ ଆର୍ଥିକ ବର୍ଷରେ ବ୍ୟାଙ୍କର ପରିଚାଳନାଗତ ଲାଭରେ ୫.୪୩ % ବୃଦ୍ଧି ଘଟି ୪୫୭୬ କୋଟି ଟଙ୍କା ହୋଇଛି। ବ୍ୟାଙ୍କର ନେଟ୍‌ ସୁଧ ଆୟ ୨୦୨୩-୨୪ ଆର୍ଥିକ ବର୍ଷ ଶେଷ ସୁଦ୍ଧା (୨୦୨୪ ମାର୍ଚ୍ଚ ମାସ ଶେଷ ସୁଦ୍ଧା) ୧୦.୩୨% ଅଭିବୃଦ୍ଧି ହାରରେ ୮,୧୦୧ କୋଟି ଟଙ୍କା ହୋଇଛି। ଏହି ତ୍ରୈମାସରେ ବ୍ୟାଙ୍କର ଲାଭ ୧୩.୭୪% ବୃଦ୍ଧି ସହିତ ୧୧୧୯ କୋଟି ଟଙ୍କାରୁ ବଢି ୧୨୭୩ କୋଟି ଟଙ୍କାରେ ପହଞ୍ଚତ୍ିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି...

ଏପ୍ରିଲରେ ୧୧,୬୫୬ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୧୭ା୫: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା’ର ମାସିକ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। କମ୍ପାନୀର ଘୋଷଣା ଅନୁଯାୟୀ ୨୦୨୪ ଏପ୍ରିଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri