ଆଇସିସିର ବାର୍ଷିକ ସାଧାରଣ ଅଧିବେଶନ

ଭୁବନେଶ୍ୱର, ୨୪।୪: ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି) ଓଡ଼ିଶା ପରିଷଦର ବାର୍ଷିକ ସାଧାରଣ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ପରିଷଦର ଆଭିମୁଖ୍ୟ ଓ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ପରିଶେଷରେ ୨୦୨୩-୨୪ ବର୍ଷ ପାଇଁ ଆଇସିସି ଓଡ଼ିଶା ପରିଷଦର କର୍ମକର୍ତ୍ତା ଚୟନ କରାଯାଇଥିଲା। ଏପରି କି ଜାଭାସ୍ତ୍ରା ଟେକ୍ନୋଲୋଜି ପ୍ରା.ଲିଃର ନିର୍ଦ୍ଦେଶକ ଜେ.ବି. ପାଣି ପୁନର୍ବାର ପରିଷଦର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ପରିଷଦର ବରିଷ୍ଠ ଉପାଧ୍ୟକ୍ଷ ଭାବେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ତଥା ଏସ୍‌ଆର୍‌ବି ଆଣ୍ଡ ଆସୋସିଏଟ୍ସର ପ୍ରିନ୍ସିପାଲ ପାର୍ଟନର ରାଜୀବ ଶେଖର ସାହୁ ଏବଂ ଗୁପ୍ତା ପାୱାର ଇନ୍‌ଫ୍ରାଷ୍ଟ୍ରକ୍ଚର ଲିଃର ପରିଚାଳନା ନିର୍ଦ୍ଦେଶକ ଏମ୍‌.କେ. ଗୁପ୍ତା ଉପାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଆଇସିସି ଓଡ଼ିଶା ପରିଷଦର ବିଭିନ୍ନ ପଦକ୍ଷେପ ରାଜ୍ୟରେ ବ୍ୟବସାୟ ତଥା ଅର୍ଥନୈତିକ କାର୍ଯ୍ୟକଳାପକୁ ଅଭିବୃଦ୍ଧି କରାଇଛି। ଏପରି କି ଆଇସିସି ଓଡ଼ିଶା ପରିଷଦ ରାଜ୍ୟ ସରକାରଙ୍କ ସହ ମିଳିତଭାବେ କାର୍ଯ୍ୟ କରୁଥିବାରୁ ବେଶ୍‌ ଗର୍ବିତ ଏବଂ ଆସନ୍ତାକାଲିର ଉଦୀୟମାନ ଓଡ଼ିଶାକୁ ନୂତନ ଭାବେ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଶିଳ୍ପନୀତିର ଉଦ୍ଦେଶ୍ୟ ସହିତ ସକ୍ରିୟ ଭାବେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଛି। ଆଇସିସି ଓଡ଼ିଶା ପରିଷଦ ଦ୍ୱାରା ଆୟୋଜିତ ଏହି ଅନ୍ତରୀଣ ବୈଠକରେ ଆଇସିସିର ଅନ୍ୟ ସଦସ୍ୟଙ୍କ ସହ ଓଡ଼ିଶା ପରିଷଦର ଆଞ୍ଚଳିକ ମୁଖ୍ୟ ଜେ.ପି. ପାଲ୍‌ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri