ବିଓଏମ୍‌ର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଓଏମ୍‌ର ବାର୍ଷିକ ଫଳାଫଳ (୨୦୨୨-୨୩ ଆର୍ଥିକ ବର୍ଷ) ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଋଣ ଓ ଜମା ଅଭିବୃଦ୍ଧି କ୍ଷେତ୍ରରେ ୨୦୨୨-୨୩ ଆର୍ଥିକ ବର୍ଷ ମଧ୍ୟରେ ବିଓଏମ୍‌ ଅନ୍ୟ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ମଧ୍ୟରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପରିଗଣିତ ହୋଇଛି। ଉଲ୍ଲେଖଯୋଗ୍ୟ, ବିଓଏମ୍‌ର ପୁଣେସ୍ଥିତ ମୁଖ୍ୟ କାର୍ଯ୍ୟାଳୟର ସୂଚନା ଅନୁସାରେ ୨୦୨୨-୨୩ ଆର୍ଥିକ ବର୍ଷରେ ବ୍ୟାଙ୍କ ମୋଟ ୧୨୬% ଅଭିବୃଦ୍ଧି ହାରରେ ୨୬୦୨ କୋଟି ଟଙ୍କାର ଲାଭ କରିଛି। ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ କ୍ଷେତ୍ରରେ ୨୯.୪% ର ଅଭିବୃଦ୍ଧି ଘଟି ୧,୭୫,୧୨୦ କୋଟି ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଜମା ଅଭିବୃଦ୍ଧି କ୍ଷେତ୍ରରେ ବ୍ୟାଙ୍କର ମୋଟ ୧୫.୭ %ର ଅଭିବୃଦ୍ଧି ଘଟିଛି ଏବଂ ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ବ୍ୟାଙ୍କ ୨,୩୪,୦୮୩ କୋଟି ଟଙ୍କା ସଂଗ୍ରହ କରିପାରିଛି। ସେହିପରି ସ୍ବଳ୍ପ ମୂଲ୍ୟରେ କରେଣ୍ଟ ଆକାଉଣ୍ଟ ଏବଂ ସେଭିଂ ଆକାଉଣ୍ଟ (କାସା) ଜମା କ୍ଷେତ୍ରରେ ମଧ୍ୟ ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର ଶୀର୍ଷ ସ୍ଥାନ ବଜାୟ ରଖିଛି। ଏପରିକି ବ୍ୟାଙ୍କର ମୋଟ୍‌ ବ୍ୟବସାୟିକ ଅଭିବୃଦ୍ଧି ୨୧.୨%ର ବୃଦ୍ଧି ହାରରେ ସର୍ବାଧିକ ୪,୦୯,୨୦୨ କୋଟି ଟଙ୍କା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri