ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ

ବ୍ରାହ୍ମଣୀଗାଁ ୨୮\୧(ମନୋରଞ୍ଜନ ରଣା): ଆଜି ଋଷୀମାଳ ମହାବିଦ୍ୟାଳୟ ପରିସରରେ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସଂଯୁକ୍ତା ମଳିକ ଦୀପପ୍ରଜଳନ କରି ଉଦଘାଟନ କରିଥିଲେ । ଯୁକ୍ତ ଦୁଇ ଅଧ୍ୟକ୍ଷ ଦେବରାଜ ବଳିଆର ସିଂ ଏଵଂ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଭାସ୍କର ଚରଣ ନାୟକ ଙ୍କ ମିଳିତ ଅଧ୍ୟକ୍ଷତା ରେ ବାର୍ଷିକ କ୍ରୀଡ଼ା ଉତ୍ସବ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ୩ ଦିନ ଧରି ଆୟୋଜିତ ହେବ । ହାଇ ଜମ୍ପ୍ , ଲଙ୍ଗ ଜମ୍ପ, ରନିଙ୍ଗ , ସଟ୍ ଫୁଟ୍, ଡିସ କସ୍, ଜାଭଲୀନ କ୍ରୀଡ଼ା ରେ ୬୦୦ ଜଣ ଛାତ୍ରୀ ଛାତ୍ର ଅଂଶଗ୍ରହଣ କରିଛନ୍ତି । ଏହି କାର୍ଯ୍ୟକ୍ରମ କୁ କ୍ରୀଡ଼ା ଶିକ୍ଷକ ରବି ନାରାୟଣ ତ୍ରୀପାଠୀ ପରିଚାଳନା କରିଥିବା ବେଳେ ମାଧବ ଖୁଣ୍ଟିଆ, ଲୋକନାଥ ମହଙ୍କୁଡ଼, ରାଜେଶ କୁମାର ସାହୁ , ପ୍ରକାଶ ଚନ୍ଦ୍ର ମହାରଣା କ୍ରୀଡ଼ା ଶିକ୍ଷକ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri