CORONAVIRUS UPDATE: ରାଜ୍ୟରେ ପୁଣି ୧୦୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୦୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯, ୧୭୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୧୦୬୮ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୦୬ ଲୋକାଲ କେସ୍‌ ରହିଛି।
ନୂଆ ୧୦୬୮ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୨୦, ବାଲେଶ୍ୱର ୨୯, ବରଗଡ଼ ୫, ଭଦ୍ରକ ୪, ବଲାଙ୍ଗୀର ୨୬, କଟକ ୬୧, ଦେବଗଡ଼ ୨, ଢେଙ୍କାନାଳ ୧, ଗଜପତି ୮୮, ଜଗତ୍‌ସିଂପୁର ୩, ଯାଜପୁର ୧୨, ଝାରସୁଗୁଡ଼ା ୧୨, କଳାହାଣ୍ଡି ୧୯, କନ୍ଧମାଳ ୧୧, କେନ୍ଦ୍ରାପଡ଼ା ୮, ଖୋର୍ଦ୍ଧା ୧୯୪, କୋରାପୁଟ ୬୬, ମାଲକାନଗିରି ୧, ମୟୂରଭଞ୍ଜ ୨୦, ନବରଙ୍ଗପୁର ୨୬, ନୟାଗଡ଼ ୨୯, ନୂଆପଡ଼ା ୧୧, ପୁରୀ ୧, ରାୟଗଡ଼ା ୨୪, ସମ୍ବଲପୁର ୨୧, ସୋନପୁର ୨, ସୁନ୍ଦରଗଡ଼ ୧୧୩।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୯, ୧୭୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦, ୯୨୦ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୧୮,୦୬୦ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶା ଲୋକେ ପିଉଛନ୍ତି ଝାଡ଼ଖଣ୍ଡ ପାଣି’

ବାରିପଦା ଅଫିସ,୨୮।୮-ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ କେତେକ ଗ୍ରାମର ଲୋକେ ପାନୀୟ ଜଳରୁ ବଞ୍ଚିତ ହୋଇ ସୀମାନ୍ତ ଝାଡ଼ଖଣ୍ଡ ରାଜ୍ୟର ପାଣିକୁ ବ୍ୟବହାର କରୁଛନ୍ତି।...

ରାଜ୍ୟରେ ପୁଣି ୩୪୩ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦,୨୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୦,୨୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ୧୧, ୮୪,୧୭୪ ଆକ୍ରାନ୍ତ ସୁସ୍ଥ ହୋଇଥିବା  ରାଜ୍ୟ...

କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି: ଅଟୋମୋବାଇଲ୍‌ କମ୍ପାନୀ ତିଆରି କରିବେ ଭେଣ୍ଟିଲେଟର

ନୂଆଦିଲ୍ଲୀ,୩୦।୩: ମହାମାରୀ କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ଅଟୋମୋବାଇଲ୍‌ କମ୍ପାନୀକୁ ଭେଣ୍ଟିଲେଟର ତିଆରି କରିବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

‘ଅଭିଯୁକ୍ତ ମନ୍ତ୍ରୀଙ୍କୁ ଗିରଫ କର’

ଭୁବନେଶ୍ୱର, /କଟକ ଅଫିସ୍‌/ନିଶ୍ଚିନ୍ତକୋଇଲି/ମାହାଙ୍ଗା/ ସାଲେପୁର,୪ା୧: କଟକ ଜିଲା ମାହାଙ୍ଗା ବ୍ଲକର ନୃତାଙ୍ଗରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ୧୩ତମ...

ନାରୀ ନିର୍ଯାତନାକୁ ବିରୋଧ କରି କଂଗ୍ରେସର ଶୋଭାଯାତ୍ରା

ଭୁବନେଶ୍ୱର, ୬।୧୨ (ବ୍ୟୁରୋ):ରାଜ୍ୟରେ ନାରୀ ନିର୍ଯାତନା, ବଳାତ୍କାର, ହତ୍ୟା ଓ ଅସଦାଚରଣ ପ୍ରସଙ୍ଗ ବୃଦ୍ଧି ପାଉଥିବା ଘଟଣାକୁ ପିସିସି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ରାଜ୍ୟ ସରକାର...

‘ସତର୍କ ରହିଲେ ମୁକାବିଲା କରିହେବ’

କଟକ ଅଫିସ, ୧୪।୩: ରାଜ୍ୟରେ କରୋନା ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ବାଟାଲିୟନ୍‌, ବାରାକ୍ସ ଓ...

ବିଳମ୍ବ ହୋଇପାରେ ମୌସୁମୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଚଳିତ ବର୍ଷ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଟିକେ ସଅଳ ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଥିଲା। ମେ’ ୨୭ ସୁଦ୍ଧା...

Advertisement
Archives

Model This Week