ଭୁବନେଶ୍ୱରରୁ ଆଜି ପୁଣି ୧୧ ପଜିିଟିଭ୍‌ ଚିହ୍ନଟ: ୧୯ ସୁସ୍ଥ

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୬୭୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୧୨୧୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର : ଭାଜପାର ପୂର୍ବତନ ଜିଲା ସଭାପତିଙ୍କ ନାମରେ ଏତଲା

ବାରିପଦା ଅଫିସ/ରାସଗୋବିନ୍ଦପୁର,୧୦ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ତହସିଲ କାର୍ଯ୍ୟାଳୟରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଧମକ ଦେଇଥିବା ଅଭିଯୋଗରେ ଭାଜପାର ପୂର୍ବତନ ଜିଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ...

ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ଆଗକୁ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ୨୦୧୯ ମେ’ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ପଞ୍ଚମଥର ରାଜ୍ୟ ଶାସନର ଡୋରି ଧରିଥିଲେ । ଶୁକ୍ରବାର ବିଜେଡି ସରକାରର...

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଗ୍ୟାସ୍‌ ଲିକ୍‌: ଆଉ ଜଣେ ଅଧିକାରୀ ନିଲମ୍ବିତ

ରାଉରକେଲା ଅଫିସ, ୭।୧: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (ଆର୍‌ଏସ୍‌ପି) ଗ୍ୟାସ୍‌ ଦୁର୍ଘଟଣା ନେଇ ଗୁରୁବାର ଆଉ ଜଣେ ଆର୍‌ଏସ୍‌ପି ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ସେ ହେଉଛନ୍ତି...

ଦଲାଲ୍‌ଙ୍କ କବ୍‌ଜାରେ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଖଣ୍ଡପଡ଼ା ରୋଡ୍‌ଠାରେ ଥିବା ବିଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ବର୍ତ୍ତମାନ ଦଲାଲ୍‌ଙ୍କ କବ୍‌ଜାରେ। ଏଠାରେ ପ୍ରତିଦିନ ଶ୍ରମିକମାନଙ୍କ ଅପେକ୍ଷା ଦୁଇଗୁଣା ଦଲାଲ୍‌...

ହସ୍ପିଟାଲରେ ଭର୍ତ୍ତି ପାଇଁ ପଜିଟିଭ୍‌ ରିପୋର୍ଟ ଜରୁରୀ ନୁହେଁ

ନୂଆଦିଲ୍ଲୀ, ୯।୫: ଦେଶରେ ଦୈନିକ ୪ ଲକ୍ଷରୁ ଊର୍ଦ୍ଧ୍ୱ କରୋନାରେ ସଂକ୍ରମିତ ହେଉଥିବାବେଳେ ସେମାନଙ୍କୁ ଚିକିତ୍ସା ଯୋଗାଇବାରେ ଦେଶର ସ୍ବାସ୍ଥ୍ୟସେବା ଭିତ୍ତିଭୂମି ପର୍ଯ୍ୟାପ୍ତ ହେଉନାହିଁ। କୋଭିଡ୍‌...

କୋଟଗଡ ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର

କୋଟଗଡ,୧୮।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ମୁନିଗୁଡା ଏନଏଚ୍‌-୫ ରାସ୍ତାଜୁଡାବାଲି ଗ୍ରାମପଞ୍ଚାୟତ ଗେଟାବାଲି ଛକ ନିକଟ ତେନ୍ତୁଲି ଗଛ ନିକଟରେ ବୁଧବାର ଦିନ ମାଓ ବେନର ଓ...

ପ୍ରତ୍ୟେକ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ

ଭୁବନେଶ୍ୱର, ୧।୧୦(ବ୍ୟୁରୋ)- ଏଣିକି ପ୍ରତିବର୍ଷ ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ। ଅକ୍ଟୋବର ୧କୁ ସାରା ଆନ୍ତର୍ଜାତିକ ବୟସ୍କ ଦିବସ ଭାବେ...

କରୋନା ସଂକ୍ରମଣ: ମହାରାଷ୍ଟ୍ରରେ ଗୋଟିଏ ଦିନରେ ୧୨୨ ଜଣଙ୍କ ମୃତ୍ୟୁ

ମୁମ୍ବାଇ,୪।୬: କରୋନା ସଂକ୍ରମଣ ମହାରାଷ୍ଟ୍ର ପାଇଁ ଏବେ ଏକ ଚ୍ୟାଲେଞ୍ଜରେ ପରିଣତ ହୋଇଛି। ଗୋଟିଏ ଦିନରେ ୧୨୨ ଜଣଙ୍କ ମୃତ୍ୟୁ ଏବେ ମହାରାଷ୍ଟ୍ର ସରକାରଙ୍କୁ ଚିନ୍ତାରେ...

Advertisement


Archives

Model This Week