ରାଜ୍ୟରୁ ସୁସ୍ଥ ହେଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ ୭୯ ହଜାର୦୫୨ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତି ଏବଂ ଖୋର୍ଦ୍ଧାରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀର, କଟକ, ମୟୁରଭଞ୍ଜ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri