ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କେନ୍ଦ୍ରାପଡା, ଖୋର୍ଦ୍ଧାରୁ ୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୨ଜଣ, ବାଲେଶ୍ୱର, ବଲାଙ୍ଗୀର, ସମ୍ବଲପୁର, ସୋନପୁର ଏବଂ ଷ୍ଟେଟ୍‌ ପୁଲ୍‌ରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ରାଜ୍ୟସ୍ତରୀୟ କର୍ମଶାଳା: ଭୋଟ ଗଣତି, ଫଳାଫଳ ନେଇ ଆଲୋଚନା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟର ସମସ୍ତ ଲୋକ ସଭା ଏବଂ ବିଧାନସଭା ଭାଜପା ପ୍ରାର୍ଥୀମାନଙ୍କୁ ନେଇ ସ୍ଥାନୀୟ ଏକ ହୋଟେଲ୍‌ରେ ରାଜ୍ୟସ୍ତରୀୟ କର୍ମଶାଳା ଆୟୋଜିତ ହୋଇଛି ା ଏହି...

ପୁଣି ଆତଙ୍କ ଘନେଇଲା,ଜାନୁୟାରୀ-ଫେବୃୟାରୀରେ ଶୀର୍ଷରେ ପହଞ୍ଚିବ ଓମିକ୍ରନ୍‌ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଇତିମଧ୍ୟରେ ବହୁ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି...

ଧାନଖଳାରେ ଅଗ୍ନିକାଣ୍ଡ

ପଡିଆ, ୧୩ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡିଆ ସଦର ମହକୁମାସ୍ଥିତ ଖ୍ରୀଷ୍ଟିଆନସାହିର ଚାଷୀ ଜାନରାଜୁ ନାରା ଅମଳ କରି ଖଳାରେ ନିଆଁ ଲାଗି ଧାନ ସବୁ ନଷ୍ଟ...

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ବାଲେଶ୍ୱରରେ ସ୍ବରୂପ, ତିର୍ତ୍ତୋଲରେ ବିଜୟ ଶଙ୍କର

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତିର୍ତ୍ତୋଲରେ ବିଧାୟକ...

ଛାତ୍ର ଜୀବନରୁ ରାଜନୀତି

ପଶ୍ଚିମ ଓଡ଼ିଶାର ଅନ୍ୟତମ ଟାଣୁଆ ନେତା ଭାବେ ପରିଚିତ ଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ (ନବ ଦାସ)। ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ...

ବଣ୍ଟନ କମ୍‌, ବିକ୍ରି ବେଶି

ଆଠମଲ୍ଲିକ/ ବଇଣ୍ଡା,୧୩ା୮ (ଡି.ଏନ.ଏ.) ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଗରିବ ଲୋକଙ୍କ ପାଇଁ ସରକାର କିରୋସିନ ଯୋଗାଇ ଦେଉଛନ୍ତି। ହେଲେ ଅନେକ ସମୟରେ ଏହି ସରକାରୀ କିରୋସିନରୁ...

ଚିକିତ୍ସାରେ ଅବହେଳାରୁ ଶିଶୁଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲରେ ଉତ୍ତେଜନା

ଗଜପତି,୧୧।୧୦: ଗଜପତି ଜିଲା ପାରଳାଖେମୁଣ୍ଡି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଏନେଇ ହସ୍ପିଟାଲରେ ପରିସରରେ ଉତ୍ତେଜନା ପରିସ୍ଥତି...

ଛିଣ୍ଡିଯାଉଛି ଜୀବନ ଡୋର: ମିଳୁନି ଅକ୍ସିଜେନ୍‌ …

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି।...

Advertisement
Archives

Model This Week