ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨,୭୮,୮୩୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୭ ଜଶ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪ ସୁସ୍ଥ ହୋଇଛନ୍ତି। ସେହିପରି ବଲାଙ୍ଗୀର, ନୟାଗଡ଼ ଏବଂ ସମ୍ବଲପୁରରୁ ରଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri