ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୭୦୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧାରୁ ୬, ବଲାଙ୍ଗୀରରୁ ୩, ସମ୍ବଲପୁରରୁ ୨ ଜଣ ସୁସ୍ଥ ହୋଇଥିବା ବେଳେ କେନ୍ଦ୍ରାପଡା, ପୁରୀ ଏବଂ ଷ୍ଟେଟ୍‌ ପୁଲ୍‌ରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତ ନେଲା ୫ ଜୀବନ

ରାଇରଙ୍ଗପୁର/ଝାରସୁଗୁଡ଼ା ଅଫିସ,(ଡି.ଏନ୍‌.ଏ.): ରାଜ୍ୟର ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାରେ ରବିବାର ବଜ୍ରପାତ ଘଟି ୫ ଜଣଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଦୁଇଟି...

କରୋନା ଯୋଗୁ ବଢୁଛି ମାନସିକ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)- କୋଭିଡ୍‌-୧୯ ଯୋଗୁ ରାଜ୍ୟରେ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବଢ଼ିଛି। ରବିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ପରିସ୍ଥିତିର...

ପିପିଲିରେ ବିଜେଡି କରିବନି ନିର୍ବାଚନ ଶୋଭାଯାତ୍ରା

ଭୁବନେଶ୍ୱର,୧୯।୪: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ହେଲେ ବିଜେଡି ଆଉ ପିପିଲିରେ ନିର୍ବାଚନ ସଭା କିମ୍ବା ଶୋଭାଯାତ୍ରା କରିବ ନାହିଁ ବୋଲି...

ଆମ ସମ୍ବିଧାନ ଗଣତନ୍ତ୍ରର ଆତ୍ମା: ନବୀନ

ଭୁବନେଶ୍ୱର,୨୬ା୧ (ବ୍ୟୁରୋ): ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ, ଆମ ଗଣତନ୍ତ୍ରର ଆତ୍ମା। ଏକ ମହାନ୍‌ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର...

ଶୁଦ୍ଧିକ୍ରିୟା ପାଇଁ ଟଙ୍କା ଧାର କରି ଫେରିଲେ ବାପା

ଭଞ୍ଜନଗର,୬।୧୧(ଡି.ଏନ.ଏ.): ସୁରଟର ଏକ ରାସ୍ତା ଦୁର୍ଘଟଣାରେ ଭଞ୍ଜନଗର ନିକଟସ୍ଥ ଲଣ୍ଡେଇସାହିର ସୁରଜ ବେହେରାଙ୍କ ଜୀବନ ଚାଲିଗଲା ସତ କିନ୍ତୁ ସେ ବଞ୍ଚାଇଦେଲ ଆଉ ୬ଜଣଙ୍କ ଜୀବନ।...

ଇଶାନ କୁମାର ପାତ୍ର ଆଇଏଏନ୍‌ଏସ୍‌ ସଭାପତି

କଟକ ଅଫିସ,୯।୧୦: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ଇଣ୍ଡିଆନ ଏକାଡେମୀ ଅଫ୍‌ ନ୍ୟୁରୋ ସାଇନ୍ସ (ଆଇଏଏନ୍‌ଏସ୍‌)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।...

ବିହାରରୁ ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର,୧୯।୨(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏକ ବଡ଼ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ କରିଛି। ଚାକିରି ଦେବା ନାଁରେ ଓଡ଼ିଶା ସମେତ ୧୭ ରାଜ୍ୟର...

ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ

ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍‌ର ରୂପ ନେଇଛି। ଏହି ଷ୍ଟ୍ରେନ୍‌ ବ୍ରିଟେନରେ ଆତଙ୍କ...

Advertisement
Archives

Model This Week