Posted inରାଜ୍ୟ

ରାଜ୍ୟରେ ସର୍ବାଧିକ ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୦ରେ ପହଞ୍ଚିଛି।
ତେବେ ନୂଆ ମୃତକଙ୍କ ମଧ୍ୟରେ ବାଲେଶ୍ୱର, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା ଓ ମାଲକାନଗିରିରୁ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ସେହିପରି ବରଗଡ଼, ଯାଜପୁର, ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଙ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri