ବଢ଼ିବାରେ ଲାଗିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ଚିହ୍ନଟ ହେଲେ ଆଉ ୧୪

ଭୁବନେଶ୍ୱର, ୮।୧(ବ୍ୟୁରୋ): ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍‌ଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସେସ (ଆଇଏଲ୍‌ଏସ୍‌) ପକ୍ଷରୁ ଶନିବାର ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇସାରିଛନ୍ତି।

ପ୍ରକାଶ ଯେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୬୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୩୮୪ ଜଣ ଅଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୨୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri