CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୪୯ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫,୫୦୨କୁ ବୃଦ୍ଧି

ଭୁବନେଶ୍ୱର, ୨।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୪୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ୨୪, ମୟୂରଭଞ୍ଜ ୧୪, କଟକ ୧୩, କଳାହାଣ୍ଡି-କେନ୍ଦ୍ରାପଡ଼ାରୁ ୬ଜଣ ଲେଖାଏ, ରାୟଗଡ଼ା ୫, ଅନୁଗୋଳ-ଝାରସୁଗୁଡ଼ା-ସୁନ୍ଦରଗଡ଼ରୁ ୪ ଜଣ ଲେଖାଏ, ବଲାଙ୍ଗୀର-ଭଦ୍ରକ-ଯାଜପୁର-ପୁରୀରୁ ୩ଜଣ ଲେଖାଏ, ବାଲେଶ୍ୱର-ଜଗତ୍‌ସିଂହପୁର-ନୟାଗଡ଼ରୁ ୨ଜଣ ଲେଖାଏ, ବରଗଡ଼ ଏବଂ କେରାପୁଟରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ନୂତନ ଅkାରୋଗ୍ୟଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫୫୦୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri