CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୬୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୫,୩୫୩କୁ ବୃଦ୍ଧି

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୬୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୪୮ଜଣ ଅଛନ୍ତି। ସେହିଭଳି ଜଗତସିଂହପୁରର ୩୧, ବାଲେଶ୍ୱରର ୨୬, କଟକ ୨୫, ଯାଜପୁର-ଖୋର୍ଦ୍ଧାର ୧୨, କେନ୍ଦ୍ରାପଡ଼ା-ସୁନ୍ଦରଗଡ଼ର ୩, କେନ୍ଦୁଝରର ୨ ଏବଂ ଭଦ୍ରକ-ନୟାଗଡ଼ର ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ନୂତନ ଆରୋଗ୍ୟ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୫୩୫୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri