ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୪୧ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ଜାଣନ୍ତୁ …

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଆଜିସୁଦ୍ଧା ୪୮୫୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୩୬୫ ରହିଛନ୍ତି। ସେହିପରି ଖୋର୍ଦ୍ଧା ୩୫୭, ସୁନ୍ଦରଗଡ଼ ୯୧, ଯାଜପୁର ୮୬, ଗଜପତି ୬୫, କଟକ ୬୩, କୋରାପୁଟ ୬୩, ମୟୂରଭଞ୍ଜ ୬୦, କନ୍ଧମାଳ ୫୦, ରାୟଗଡ଼ା ୪୨, ନୟାଗଡ଼ ୪୧, ମାଲକାନଗିରି ୩୯, ବଲାଙ୍ଗୀର ୩୫, ଢେଙ୍କାନାଳ ୩୩, ଜଗତ୍‌ସିଂହପୁର ୩୩, ବାଲେଶ୍ୱର ୩୧, କେନ୍ଦୁଝର ୨୯, ବରଗଡ଼ ୨୫, ଭଦ୍ରକ ୨୪, ଝାରସୁଗୁଡ଼ା ୨୧, ପୁରୀ ୨୧, ସମ୍ବଲପୁର ୨୦, କଳାହାଣ୍ଡି ୧୬, କେନ୍ଦ୍ରାପଡ଼ା ୧୬, ନବରଙ୍ଗପୁର ୧୧, ଦେବଗଡ଼ ୨, ଅନୁଗୋଳ ଓ ବୌଦ୍ଧ ରୁ ଜଣେ ଲେଖାଏ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?