CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୬୮ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪,୨୯୧କୁ ବୃଦ୍ଧି

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମରୁ ସର୍ବାଧିକ ୩୯ଜଣ ଅଛନ୍ତି। ସେହିଭଳି ଖୋର୍ଦ୍ଧାର ୨୩, ଗଜପତିର ୨୩, ପୁରୀର ୧୯, ବରଗଡ଼ର ୧୩, ସୁନ୍ଦରଗଡ଼ର ୮, ବାଲେଶ୍ୱରର ୭, ଭଦ୍ରକ-ରାୟଗଡ଼ାର ୫, ମାଲକାନଗିରି-କେନ୍ଦ୍ରାପଡ଼ା, କେନ୍ଦୁଝର-ଜଗତସିଂହପୁର-ସୋନପୁରର ୪, ଅନୁଗୋଳର ୩, ଢ଼େଙ୍କାନାଳର ୨, ଝାରସୁଗୁଡ଼ାର ଜଣେ ଆକ୍ରାନ୍ତ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୪,୨୯୧ରେ ପହଞ୍ଚିଥିବା ଗୁରୁବାର ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri