ବୁଗୁଡ଼ାରୁ ପୁଣି ୧୭ କରୋନା ପଜିଟିଭ ଚିହ୍ନଟ: ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଲା

ବୁଗୁଡା, ୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ବୁଗୁଡା ବ୍ଲକରୁ ଶନିବାର ପୁଣି ୧୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଏହାକୁ ମିଶାଇ ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଥିବା ସ୍ଥାନୀୟ ପ୍ରଶାସନ ସୂତ୍ରରୁ ଜଣାପଡିଛି । ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଅଞ୍ଚଳରୁ ୬, ଅନ୍ତରପଡାରୁ ୫, ଅରଖପୁରରୁ ୨, ଖୋଳଖାଳି-ଆଦିପୁର-ଘୋଲପୁରରେ-ବୁଗୁଡା କେନାଲସାହିରୁ ଜଣେ
ଲେଖାଏ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ୍‌ ହସ୍ପିଟାଲକୁ ପଠାଯିବ ବୋଲି ବିଡିଓ ତନ୍ମୟ ପାତ୍ର କହିଛନ୍ତି। ଏହି ଅବସରରେ ବୁଗୁଡା ସହରରେ ବିଶୋଧକ ସିଞ୍ଚନ କରିବାକୁ ସାଧାରଣରେ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରୀ ହତ୍ୟାକାଣ୍ଡ: ପୋଖରୀରୁ ପ୍ରମାଣ ଖୋଜୁଛି ଏସ୍‌ଆଇଟି, ନିଷ୍କାସନ ହେଉଛି ପାଣି

ନୟାଗଡ଼ ଅଫିସ, ୨୨।୧୨: ବହୁ ଚର୍ଚ୍ଚିତ ‘ପରୀ’ ହତ୍ୟାକାଣ୍ଡ ମାମଲାରେ ଏସ୍‌ଆଇଟି ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ତାଙ୍କ ଗାଁ ଯଦୁପୁରରେ ଥିବା ଏକ ପୋଖରୀରୁ...

ଘରେ ପୂରାଇଲେନି ପୁଅ, ମା’ବାରଦୁଆର

ଧାମନଗର,୧୧।୮(ଡି.ଏନ.ଏ.)-ପୁଅଟିଏ ଜନ୍ମ ହେଲେ ସବୁଠୁ ବେଶୀ ଖୁସି ହୋଇଥାନ୍ତିି ମା’ବାପା। ବୃଦ୍ଧକାଳେ ସାହାରା ହେବା ଆଶାରେ ସେମାନେ ଦୁନିଆର ସବୁ ଖୁସି ପୁଅ ପାଇଁ ଅଜାଡି...

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି...

ବଲାଣିରୁ ଚାଲିବ ଟାଟା-ବଡବିଲ ପାସେଞ୍ଜର: ଦକ୍ଷିଣ-ପୂର୍ବ ରେଳପଥର ମହାପ୍ରବନ୍ଧକଙ୍କ ବଲାଣି ପରିଦର୍ଶନ

କେନ୍ଦୁଝର , ୯ା୮ (ସ୍ବ.ପ୍ର) – ଅନେକ ବର୍ଷ ପରେ ବଲାଣି ବାସୀଙ୍କର ସ୍ବପ୍ନ ସାକାର ହେବାକୁ ଯାଉଛି। ଟାଟା- ବଡବିଲ ପାସେଞ୍ଜର ଟ୍ରେନ୍‌ ଅଳ୍ପ...

ଦାୟିତ୍ୱ ଗ୍ରହଣ କଲେ ନବନିର୍ବାଚିତ ସରପଞ୍ଚ

କେସିଙ୍ଗା,୧୬ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଶିରୋଳ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପିଇଓ ଉଗ୍ରସେନ ଗୌଡ଼ଙ୍କ ଉପସ୍ଥିତିରେ ଝରଣା ବାଗ ବୁଧବାର ସରପଞ୍ଚ ଦାୟିତ୍ୱ ଗ୍ରହଣ...

ଯବାନଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୭।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀମାନେ ପୁଣି ହିଂସା ଘଟାଇଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ସି.ଏ.ଏଫ୍‌.-୨୨ ବାଟାଲିୟନର ଯବାନ ଅର୍ଜୁନ କୁଡିଆମିଙ୍କୁ ହତ୍ୟା କରିଛନ୍ତି।...

ଅନୁପଙ୍କୁ ରାତିଅଧିଆ ମାରାଥନ ଜେରା

ଝାରସୁଗୁଡ଼ା, ୨୨।୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ ପୋଲିସ ମାରାଥନ...

ଯୁବକଙ୍କୁ ଗଛରେ ବାନ୍ଧି ପିଟିଲେ: ଭିଡିଓ ଭାଇରାଲ

ହିଞ୍ଜିଳିକାଟୁ,୨୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ କାଞ୍ଜିଆମା ଗ୍ରାମର ଜଣେ ଯୁବକଙ୍କୁ ସୋମବାର ରାତିରେ ନଡ଼ିଆ ଗଛରେ ବାନ୍ଧି ମାଡ଼ ମରାଯାଇଥିଲା। ତେବେ ଏହି...

Advertisement
Archives

Model This Week